ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା: ଫୋନ ବ୍ୟବହାର ଉପରେ ରୋକ, ସବୁ ପରୀକ୍ଷାକେନ୍ଦ୍ରରେ ସିସିଟିଭି

ଭୁବନେଶ୍ୱର,୨୯ା୨(ବ୍ୟୁରୋ): ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେଉଛି। ପରୀକ୍ଷା ଅବ୍ୟବହିତ ପୂର୍ବରୁ ଶନିବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ କରାଯାଇଥିବା ପ୍ରସ୍ତୁତି ନେଇ ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ବିଶେଷକରି ପ୍ରଶ୍ନପତ୍ରର ସୁରକ୍ଷା, ବିତରଣ ଏବଂ ଭାଇରାଲ ହେବାରୁ ରୋକିବା ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗାଯିବ। ସେହିଭଳି ପରୀକ୍ଷାର୍ଥୀଙ୍କ ସମେତ ପରୀକ୍ଷା ଦାୟିତ୍ୱରେ ଥିବା ଅଧିକାରୀ ଓ କର୍ମଚାରୀଙ୍କ ଫୋନ ବ୍ୟବହାର ଉପରେ ରୋକ ଲଗାଯାଇଛି। ରେଜିଷ୍ଟର କରାଯାଇ ଫୋନ ରଖାଯିବ। କୌଣସି ପରିସ୍ଥିତିରେ କେହି ପରୀକ୍ଷା କେନ୍ଦ୍ରକୁ ଫୋନ ନେଇ ଯାଇପାରିବ ନାହିଁ ବୋଲି କୁହାଯାଇଛି। ସେହିଭଳି ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବା ସମୟରେ କଳା ବଲ୍‌ ପେନ୍‌ ବ୍ୟବହାର କରିବେ। ଉତ୍ତରଖାତାରୁ କାଗଜ ଚିରିବେ ନାହିଁ। ଏଥିସହ ଶୌଚାଳୟକୁ ଗଲେ ପ୍ରଶ୍ନ ନେଇ ଯାଇପାରିବେ ନାହିଁ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri