ମାର୍ଚ୍ଚ ୪ରେ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା

କଟକ ଅଫିସ,୧୫।୨:ଷଷ୍ଠ, ସପ୍ତମ, ଅଷ୍ଟମ ଏବଂ ନବମଶ୍ରେଣୀ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି) ପ୍ରବେଶିକା ପରୀକ୍ଷା ମାର୍ଚ୍ଚ ୪ ତାରିଖରେ ଅନୁଷ୍ଠିତ ହେବ। ମଙ୍ଗଳବାରଠାରୁ ବୋର୍ଡ ୱେବ୍‌ସାଇଟ୍‌ (www.bseodisha.ac.in)ରେ ପରୀକ୍ଷାର୍ଥୀଙ୍କ ଆଡ୍‌ମିଟ କାର୍ଡ ଉପଲବ୍ଧ ରହିବ। ଏନେଇ ସୋମବାର ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ, ଷଷ୍ଠ ଶ୍ରେଣୀ ପିଲାଙ୍କ ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ ସରିବ। ସେହିପରି ସପ୍ତମ, ଅଷ୍ଟମ ଏବଂ ନବମ ଛାତ୍ରୀଛାତ୍ରଙ୍କ ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟାରେ ଶେଷ ହେବ। ଷଷ୍ଠ ଶ୍ରେଣୀ ପିଲାଙ୍କ ଲାଗି ୫୨ ମାର୍କ ଏବଂ ସପ୍ତମ, ଅଷ୍ଟମ ଓ ନବମ ଶ୍ରେଣୀ ପିଲାଙ୍କ ପାଇଁ ୧୦୦ ମାର୍କର ପରୀକ୍ଷା ହେବ। ଷଷ୍ଠ ଶ୍ରେଣୀ ଲାଗି ପରୀକ୍ଷାରେ ଗଣିତ, ଇଂଲିଶ, ବିଜ୍ଞାନ ଓ ସାମାଜିକ ବିଜ୍ଞାନ ବିଷୟରେ ପ୍ରଶ୍ନ ପଡ଼ିବ। ସେହିପରି ସପ୍ତମରୁ ନବମ ଶ୍ରେଣୀର ପରୀକ୍ଷାର୍ଥୀମାନେ ଇଂଲିଶ, ଓଡ଼ିଆ, ଗଣିତ, ସାଧାରଣ ବିଜ୍ଞାନ ଏବଂ ସାମାଜିକ ବିଜ୍ଞାନ ବିଷୟରୁ ଆସିଥିବା ପ୍ରଶ୍ନର ପରୀକ୍ଷା ଦେବେ। ଓଏମ୍‌ଆର୍‌ ପଦ୍ଧତିରେ ପରୀକ୍ଷା ହେବ। ପ୍ରତି ପ୍ରଶ୍ନ ଲାଗି ୪ଟି ସମ୍ଭାବ୍ୟ ଉତ୍ତର ରହିବ। ପରୀକ୍ଷାର୍ଥୀମାନେ କଲମରେ କଳା କିମ୍ବା ନୀଳ ରଙ୍ଗର କାଳି ବ୍ୟବହାର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri