କଟକ ଅଫିସ,୧୫।୨:ଷଷ୍ଠ, ସପ୍ତମ, ଅଷ୍ଟମ ଏବଂ ନବମଶ୍ରେଣୀ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି) ପ୍ରବେଶିକା ପରୀକ୍ଷା ମାର୍ଚ୍ଚ ୪ ତାରିଖରେ ଅନୁଷ୍ଠିତ ହେବ। ମଙ୍ଗଳବାରଠାରୁ ବୋର୍ଡ ୱେବ୍ସାଇଟ୍ (www.bseodisha.ac.in)ରେ ପରୀକ୍ଷାର୍ଥୀଙ୍କ ଆଡ୍ମିଟ କାର୍ଡ ଉପଲବ୍ଧ ରହିବ। ଏନେଇ ସୋମବାର ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ, ଷଷ୍ଠ ଶ୍ରେଣୀ ପିଲାଙ୍କ ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ ସରିବ। ସେହିପରି ସପ୍ତମ, ଅଷ୍ଟମ ଏବଂ ନବମ ଛାତ୍ରୀଛାତ୍ରଙ୍କ ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟାରେ ଶେଷ ହେବ। ଷଷ୍ଠ ଶ୍ରେଣୀ ପିଲାଙ୍କ ଲାଗି ୫୨ ମାର୍କ ଏବଂ ସପ୍ତମ, ଅଷ୍ଟମ ଓ ନବମ ଶ୍ରେଣୀ ପିଲାଙ୍କ ପାଇଁ ୧୦୦ ମାର୍କର ପରୀକ୍ଷା ହେବ। ଷଷ୍ଠ ଶ୍ରେଣୀ ଲାଗି ପରୀକ୍ଷାରେ ଗଣିତ, ଇଂଲିଶ, ବିଜ୍ଞାନ ଓ ସାମାଜିକ ବିଜ୍ଞାନ ବିଷୟରେ ପ୍ରଶ୍ନ ପଡ଼ିବ। ସେହିପରି ସପ୍ତମରୁ ନବମ ଶ୍ରେଣୀର ପରୀକ୍ଷାର୍ଥୀମାନେ ଇଂଲିଶ, ଓଡ଼ିଆ, ଗଣିତ, ସାଧାରଣ ବିଜ୍ଞାନ ଏବଂ ସାମାଜିକ ବିଜ୍ଞାନ ବିଷୟରୁ ଆସିଥିବା ପ୍ରଶ୍ନର ପରୀକ୍ଷା ଦେବେ। ଓଏମ୍ଆର୍ ପଦ୍ଧତିରେ ପରୀକ୍ଷା ହେବ। ପ୍ରତି ପ୍ରଶ୍ନ ଲାଗି ୪ଟି ସମ୍ଭାବ୍ୟ ଉତ୍ତର ରହିବ। ପରୀକ୍ଷାର୍ଥୀମାନେ କଲମରେ କଳା କିମ୍ବା ନୀଳ ରଙ୍ଗର କାଳି ବ୍ୟବହାର କରିପାରିବେ।
Posted inHome, Home Left, ଆମ ଜିଲା ଖବର, କଟକ View All
ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ
ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…
ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୫ା୫:ଫାରହାନ୍ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍ ଓ୍ବେଷ୍ଟର୍ନ…
ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…
ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…
ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…
ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…
ବିଦ୍ୟୁତ୍ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’
ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…
ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…
ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…
ମାଟ୍ରିକରେ ଫେଲ୍ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…
ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…
ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ
ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…
Archives

