ମାଲକାନଗିରିରେ କଂଗ୍ରେସର ମାଲା ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀର ତୃତୀୟ ରାଉଣ୍ଡରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ଥିବାବେଳେ ଚତୁର୍ଥ ରାଉଣ୍ଡରେ ଆଗେଇଛନ୍ତି କଂଗ୍ରେସର ମାଲା ମାଢ଼ି। ୩ୟ ରାଉଣ୍ଡରେ ଭାଜପାକୁ ୪୧୩୬, ବିଜେଡିର ମୁକୁନ୍ଦ ସୋଢ଼ିଙ୍କୁ ୩୧୨୩ ଓ କଂଗ୍ରେସର ମାଲା ମାଢ଼ିଙ୍କୁ ୨୮୬୪ ଭୋଟ୍‌ ମିଳିଛି। ସେହିପରି ୪ର୍ଥ ରାଉଣ୍ଡରେ ବିଜେଡିକୁ ୩୯୦୩, ଭାଜପାକୁ ୪୪୮୪ ଓ କଂଗ୍ରେସକୁ ୪୬୯୮ ଭୋଟ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri