ମାଲକାନଗିରିରେ କାଳବୈଶାଖୀ ଯୋଗୁ ବହୁ କ୍ଷୟକ୍ଷତି: ସହାୟତା ପାଇଁ ଦାବି

ମାଲକାନଗିରି, ୨୮।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ସୋମବାର କାଳବୈଶାଖୀ ଯୋଗୁ ପ୍ରବଳ ବର୍ଷା ଓ ପବନ ହୋଇଥିଲା। ଏଥିରେ କୋରୁକୋଣ୍ଡା ବ୍ଲକର ବିଭିନ୍ନ ଗ୍ରାମରେ ବହୁ ଘର ଭାଙ୍ଗି ଯିବା ସହ ଚାଳ ଛପର ଉଡ଼ିଯାଇଛି। ବହୁ ଲୋକେ ବେଘର ହୋଇଯାଇଛନ୍ତି। ବର୍ତ୍ତମାନ ସୁଦ୍ଧା ସେମାନଙ୍କୁ କୌଣସି ସରକାରୀ ସହାୟତା ମିଳିନାହିଁ । ତୁରନ୍ତ ସେମାନଙ୍କୁ ସହାୟତା ଯୋଗାଇବା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri