ମାଲକାନଗିରିରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ୩ୟ ରାଉଣ୍ଡରେ ଭାଜପାକୁ ୪୧୩୬, ବିଜେଡିର ମୁକୁନ୍ଦ ସୋଢ଼ିଙ୍କୁ ୩୧୨୩ ଓ କଂଗ୍ରେସର ମାଲା ମାଢ଼ିଙ୍କୁ ୨୮୬୪ ଭୋଟ୍‌ ମିଳିଛି।