ମାଲକାନଗିରିରେ ଲଗାଣ ବର୍ଷା: ୨ ଦିନ ପାଇଁ ସବୁ ସ୍କୁଲ ଛୁଟି

ମାଲକାନଗିରି, ୨।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ସମସ୍ତ ସ୍କୁଲକୁ ଦୁଇଦିନ ଅର୍ଥାତ୍‌ ଶୁକ୍ରବାର ଓ ଶନିବାର ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି।
ଲଗାଣ ବର୍ଷା ଯୋଗୁ ମାଲକାନଗିରି ସ୍ଥିତି ପୁଣି ବେହାଲ ହୋଇପଡ଼ିଛି। କୋରୁକୋଣ୍ଡା ଅଞ୍ଚଳରେ ଅନେକ ନଦୀ ଓ ନାଳରେ ବନ୍ୟା ଜଳ ପ୍ରବାହିତ ହେଉଛି। କୋରୁକୋଣ୍ଡା ନଦୀ ଏବଂ ଚାଲାଣଗୁଡ଼ା ନିକଟସ୍ଥ ତମସା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଏମ୍‌ଭି-୩୭ ପୋଲ ଉପରେ ବନ୍ୟା ଜଳ ପ୍ରାୟ ୩ରୁ ୪ ଫୁଟ ଉଚ୍ଚରେ ପ୍ରବାହିତ ହେଉଛି। କୋରୁକୋଣ୍ଡା ପୋଲ ଉପରେ ପ୍ରାୟ ୪ ଫୁଟ ଏବଂ ତମସା ପୋଲ ଉପରେ ପ୍ରାୟ ୫ ଫୁଟ ଉଚ୍ଚରେ ଜଳ ପ୍ରବାହ ହେଉଛି। ଫଳରେ ଲୋକେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବାରେ ସମସ୍ୟା ସୃଷ୍ଟି ହେଉଛି। ଗତ ୪ ଦିନ ତଳେ ମଧ୍ୟ ଲଗାଣ ବର୍ଷା ଯୋଗୁ ମାଲକାନଗିରି ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri