ମାଲକାନଗିରି: ତୃତୀୟ ରାଉଣ୍ଡରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ ତୃତୀୟ ରାଉଣ୍ଡ ଗଣତିରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ତୃତୀୟ ରାଉଣ୍ଡ ସୁଦ୍ଧା ଆଦିତ୍ୟ ମାଢ଼ି ୪୦୯୬ ଭୋଟ୍‌ ପାଇଥିବା ବେଳେ ବିଜେଡିର ମୁକୁନ୍ଦ ସୋଢ଼ି ୩୧୨୧ ଏବଂ କଂଗ୍ରେସର ମାଲା ମାଢ଼ି ୨୮୬୪ ଭୋଟ୍‌ ପାଇଛନ୍ତି।

Share