ମାଲକାନଗିରି ସହରରେ ପ୍ଲାଷ୍ଟିକ ଅଣ୍ଡା ଆତଙ୍କ: ନ ଫାଟି ଝୁଲିରହିଛି କେଶର

ମାଲକାନଗିରି,୧୩।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା ସଦରମହକୁମାରେ ପ୍ଲାଷ୍ଟିକ ଅଣ୍ଡାକୁ ନେଇ ଆତଙ୍କ ଦେଖାଦେଇଛି । ହାଇଟେକ୍‌ କଲୋନୀର ଦିଗାମ୍ବର ବେହେରା ଶୁକ୍ରବାର ବଜାରରୁ ଅଣ୍ଡା କିଣିଥିଲେ। ତେବେ ଓମ୍‌ଲେଟ୍‌ କରିବା ପାଇଁ ୨ ଟି ଅଣ୍ଡା ଫଟାଇଥିବା ବେଳେ ଅନ୍ୟ ଏକ ଅଣ୍ଡା ଫାଟି ନ ଥିଲା। ପରେ ତାହା ଛଡ଼ାଇବାକୁ ଚେଷ୍ଟା କରିବାରୁ ସେଥିରେ ପ୍ଲାଷ୍ଟିକ ଆବରଣ ଦେଖିବାକୁ ମିଳିଥିଲା । ଏହି ଅଣ୍ଡା ସାଧାରଣ ଅଣ୍ଡା ଠାରୁ ସାମାନ୍ୟ ଗୋଲ ଦେଖାଯାଉ ଥିବା ବେଳେ କେଶର ମଧ୍ୟ ନ ଫାଟି ଝୁଲି ରହୁଥଲା। ଏହାକୁ ପୋଡିବା ବେଳେ ପ୍ଲାଷ୍ଟିକ ଗନ୍ଧ ହେଉଥିବା ଜଣାପଡ଼ିଛି । ଏହି ଘଟଣା ପ୍ରଘଟ ହେବା ପରେ ସାଧାରଣ ଲୋକେ ଆତଙ୍କିତ ହୋଇଛନ୍ତି । ତେବେ ଜିଲାରେ ଏଭଳି ଘଟଣାକୁ ନେଇ ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର ଧରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ରାଶିଙ୍କ ଗୋଲ୍ଡେନ ସମୟ: ହାତକୁ ଆସିବ ପ୍ରବଳ ଟଙ୍କା, ମିଳିବ ମନପସନ୍ଦ ଚାକିରି!

ଭୁବନେଶ୍ୱର: ବର୍ତ୍ତମାନ ବୁଧ ନିଜ ରାଶି କନ୍ୟାରେ ଅବସ୍ଥାନ କରିବା ସହ ହସ୍ତ ନକ୍ଷତ୍ରରେ ଗୋଚର କରୁଛନ୍ତି। ନିଜ ରାଶିରେ ବୁଧଙ୍କ ଅବସ୍ଥିତି ତାଙ୍କୁ ଅଧିକ ପ୍ରଭାବଶାଳୀ…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

ସିଂହବାହିନୀଙ୍କ ଆଗମନୀ ପାଇଁ ଦିଗପହଣ୍ଡିରେ ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?