Posted inଖେଳ

ମାଲିଙ୍ଗାଙ୍କ ବୋଲିଂରେ ଏବେବି ଚମକ ଅଛି

ମାଞ୍ଚେଷ୍ଟର, ୨୩ା୬ (ଏଏଫ୍‌ପି)- ପେସ୍‌ ବୋଲର ଲସିଥ୍‌ ମାଲିଙ୍ଗାଙ୍କ ସାମର୍ଥ୍ୟକୁ ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ମାହେଲା ଜୟବର୍ଦ୍ଧନେ ଉଚ୍ଚ ପ୍ରଶଂସା କରିଛନ୍ତି। ତାଙ୍କ ବୋଲିଂରେ ଏବେବି ଚମକ ରହିଛି। ଏହି ଖେଳାଳିଙ୍କ ପ୍ରଭାବୀ ପ୍ରଦର୍ଶନ ଯୋଗୁ ଶ୍ରୀଲଙ୍କା ଫେଭରାଇଟ୍‌ ଇଂଲଣ୍ଡ ବିପକ୍ଷ ବିଶ୍ୱକପ୍‌ ମ୍ୟାଚରେ ଚମକପ୍ରଦ ବିଜୟ ହାସଲ କରିଛି। ଲିଡ୍ସଠାରେ ଶୁକ୍ରବାର ଖେଳାଯାଇଥିବା ଏହି ମ୍ୟାଚରେ ମାଲିଙ୍ଗା ୪୩ ରନ ବିନିମୟରେ ୪ଟି ଉଇକେଟ ନେଇଥିଲେ। ଯାହାଫଳରେ ଶ୍ରୀଲଙ୍କା ଆୟୋଜକ ଇଂଲଣ୍ଡକୁ ୨୧୨ରେ ଅଲଆଉଟ କାରିଦେବା ସହ ୨୦ ରନରେ ମ୍ୟାଚ ଜିତିନେଇଥିଲା। ସେ ପ୍ରଥମେ ଇଂଲଣ୍ଡ ଓପନର ଜେମ୍ସ ଭିନ୍‌ସ ଏବଂ ଜନି ବେୟାରଷ୍ଟୋ ଏବଂ ପରେ ଦୁଇ ବିପଜ୍ଜନକ ବ୍ୟାଟ୍ସମ୍ୟାନ ଜୋ ରୁଟ୍‌ ଏବଂ ଜୋସ୍‌ ବଟଲରଙ୍କୁ ଆଉଟ କରି ଇଂଲଣ୍ଡକୁ ସଂକଟରେ ପକାଇ ଦେଇଥିଲେ। ମାଲିଙ୍ଗା ଅନେକଥର ଶ୍ରୀଲଙ୍କା ପାଇଁ ମ୍ୟାଚ ବିଜୟୀ ବୋଲିଂ କରିଛନ୍ତି ବୋଲି ଜୟବର୍ଦ୍ଧନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri