ମାଲି ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ବାମାକୋ,୨୦ା୪ (ଏଏଫ୍‌ପି): ମାଲିରେ ହିଂସା ଦମନ କରିବାରେ ବିଫଳତା ପାଇଁ ପ୍ରଧାନମନ୍ତ୍ରୀ ସୁମିଲୁ ବୁବେୟି ମାଇଗା ନିଜ ମନ୍ତ୍ରିମଣ୍ଡଳ ସହ ଇସ୍ତଫା ପ୍ରଦାନ କରିଛନ୍ତି। ଦେଶର କେନ୍ଦ୍ରାଞ୍ଚଳରେ ଗତମାସରେ ଘଟିଥିବା ଗଣହତ୍ୟାରେ ୧୬୦ ଲୋକଙ୍କ ମୃତ୍ୟୁ ହୋଇଥିଲା। ହିଂସା ନିୟନ୍ତ୍ରଣରେ ବିଫଳତା ପାଇଁ ସରକାରଙ୍କୁ ସମାଲୋଚନା କରାଯାଇଥିଲା। ଏହାର ପ୍ରତିବାଦରେ ଦୁଇ ସପ୍ତାହ ଧରି ଗଣବିକ୍ଷୋଭ ଲାଗିରହିଥିଲା। ବୁଧବାର ମାଲି ପାର୍ଲାମେଣ୍ଟରେ ଉଭୟ ଶାସକ ଓ ବିରୋଧୀ ଦଳର ଏମ୍‌ପିମାନେ ମାଇଗାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ଶେଷରେ ପ୍ରଧାନମନ୍ତ୍ରୀ ଇସ୍ତଫା ଦେଇଥିବା ରାଷ୍ଟ୍ରପତି ଇବ୍ରାହିମ୍‌ ବୁବାକର କେଇତାଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗୋ ଜଙ୍ଗଲରୁ ମିଳିଲା ନୂଆ ପ୍ରଜାତିର ମାଙ୍କଡ଼, କମଳା ରଙ୍ଗର ଓଠ ସାଙ୍ଗକୁ…

କିନ୍‌ସାସା/ଫ୍ଲୋରିଡା, ୧୭ା୭: ଡେମୋକ୍ରାଟିକ ରିପବ୍ଲିକ ଅଫ୍‌ କଙ୍ଗୋ (ଡି.ଆର୍‌. କଙ୍ଗୋ)ର ଦୁର୍ଗମ ଜଙ୍ଗଲରେ ଗବେଷକମାନେ ସମ୍ପୂର୍ଣ୍ଣ ନୂଆ ପ୍ରଜାତିର ମାଙ୍କଡ଼ ଖୋଜିପାଇଛନ୍ତି। କଳା ରଙ୍ଗର ଚମକଦାର ଲୋମ,…

ଟ୍ରମ୍ପଙ୍କ ବଡ଼ ଅଭିଯୋଗ, ୨୨ କୋଟି ଆମେରିକୀୟ ଭୋଟରଙ୍କ ଡାଟା ଚୋରି କରିଛି ଚାଇନା

ଓ୍ବାଶିଂଟନ,୧୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକା ନିର୍ବାଚନ ତଥ୍ୟ ସହିତ ଚାଇନା ଅଦଳବଦଳ କରୁଥିବା ଅଭିଯୋଗ କରିଛନ୍ତି। ୨୫ମିନିଟର ଏକ ଭାଷଣରେ ସେ କହିଛନ୍ତି ଯେ,…

ଅଗଷ୍ଟ ୫ରେ ପାକିସ୍ତାନରେ ହେବ ବଡ଼ ପ୍ରତିବାଦ ରାଲି, କାହିଁକି ଜାଣନ୍ତୁ…

ଲାହୋର,୧୬।୭: ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଦଳ ଅଗଷ୍ଟ ୫ତାରିଖରେ ସାରା ଦେଶରେ ପ୍ରତିବାଦ କରିବାକୁ ଡାକରା ଦେଇଛି। ସେହି ଦିନ ସେମାନଙ୍କ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ବିଶ୍ୱରେ ଚାଇନାର ପ୍ରାଧାନ୍ୟ, ପ୍ରଭାବଶାଳୀ ନେତାଙ୍କ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପଛରେ ପକାଇଲେ ଜିନପିଙ୍ଗ

ବେଜିଂ,୧୬।୭: ଏକ ସର୍ଭେରେ ଚାଇନା ଆମେରିକା ତୁଳନାରେ ଭଲ ସ୍ଥିତିରେ ଥିବା ଦର୍ଶାଯାଇଛି। ସମ୍ପ୍ରତି, ପିଉ ରିସର୍ଚ୍ଚ ସେଣ୍ଟର 2026 ଆରମ୍ଭରେ ୩୬ଟି ଦେଶରେ ଏକ ସର୍ଭେ…

ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜ ଉପରେ ଟିକସ ଲଗାଇପାରିବେ କି? ଜାଣନ୍ତୁ କ’ଣ କହୁଛି ଅନ୍ତର୍ଜାତୀୟ ଆଇନ

ତେହରାନ,୧୬।୭: ବିଶ୍ୱ ରାଜନୈତିକ ଏବଂ ରଣନୈତିକ ମୋର୍ଚ୍ଚାରେ ଆମେରିକା ଏବଂ ଇରାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ପୁଣିଥରେ ସଂଘର୍ଷର ଏକ ପ୍ରମୁଖ କେନ୍ଦ୍ର ପାଲଟିଛି। ଏହି ଗୁରୁତ୍ୱପୂର୍ଣ୍ଣ…

ସି ଜିନପିଙ୍ଗଙ୍କ ଶୟନ କକ୍ଷକୁ କରାଗଲା ଟାର୍ଗେଟ, ୮୦ ବର୍ଷ ପର୍ଯ୍ୟନ୍ତ ଅନୁତାପ କଲା ଜାପାନ, ଏବେ ସେହି କାମ କରିବାକୁ ଯାଉଛି…

ନୂଆଦିଲ୍ଲୀ/ବେଜିଂ,୧୬।୭: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ, ଜାପାନ ଏକ ନିଷ୍ପତ୍ତି ନେଇଥିଲା: ଏହା ବିଶ୍ୱର ଏକ ପ୍ରମୁଖ ସାମରିକ ଶକ୍ତି ହେବ ନାହିଁ, ଆକ୍ରମଣାତ୍ମକ ଗୁପ୍ତଚର କାର୍ଯ୍ୟ କରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri