ମାଲେସିଆରୁ ପାମ୍‌ ତେଲ ଆମଦାନୀ ବୃଦ୍ଧିର ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୧୭ -୮: ମାଲେସିଆର ସ୍ବତନ୍ତ୍ର ଧରଣର ପାମ୍‌ ତେଲର ଆମଦାନୀ ଅହେତୁକ ବୃଦ୍ଧି ପାଇଛି। ସଲଭେଣ୍ଟ ଏକ୍ସଟ୍ରାକ୍ଟର୍ସ ଆସୋସିଏଶନ ଅଫ୍‌ ଇଣ୍ଡିଆର ଅଭିଯୋଗ କ୍ରମେ କେନ୍ଦ୍ର ସରକାର ଏହାର ଯାଞ୍ଚ ଆରମ୍ଭ କରିଛି। ବାଣିଜ୍ୟ ମନ୍ତ୍ରଣାଳୟ ଅଧୀନ ଯାଞ୍ଚ ଏଜେନ୍ସି ଡାଇରେକ୍ଟୋରେଟ ଜେନେରାଲ ଅଫ୍‌ ଟ୍ରେଡ୍‌ ରେମେଡିଜ୍‌(ଡିଜିଟିଆର୍‌) ଏହାର ଯାଞ୍ଚ କରିବ। ମାଲେସିଆରୁ ପାମ୍‌ ତେଲର ଆମଦାନୀ ଜବରଦସ୍ତ ବୃଦ୍ଧି ଦ୍ୱାରା ଘରୋଇ ଉତ୍ପାଦକ ପ୍ରଭାବିତ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ଡିଜିଟିଆର୍‌ ପକ୍ଷରୁ କୁହାଯାଇଛି। ଆମଦାନୀ ବୃଦ୍ଧି ଦ୍ୱାରା ଘରୋଇ ଉତ୍ପାଦକ ପ୍ରଭାବିତ ହୋଇଥିବା ସମ୍ପୂର୍ଣ୍ଣ ପ୍ରମାଣ ମିଳିବା ମାତ୍ରେ ପାମ୍‌ ତେଲର ଆମଦାନୀ ଶୁଳ୍କ ବୃଦ୍ଧି ଲାଗି ସରକାରଙ୍କୁ ସୁପାରିସ୍‌ କରାଯିବ ବୋଲି ଡିଜିଟିଆର୍‌ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରି କୁହାଯାଇଛି। ଭାରତ-ମାଲେସିଆ ଦ୍ୱିପାକ୍ଷିକ ଚୁକ୍ତି ନିୟମ, ୨୦୧୭ ଅଧୀନରେ ଏହି ଯାଞ୍ଚ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri