ମାଲ୍‌ବାହୀ ଟ୍ରେନ୍‌ର ୭ ବଗି ଲାଇନ୍‌ଚ୍ୟୁତ

ତିହିଡି,୩୦।୯(ଡି.ଏନ୍‌.ଏ.) : ଭଦ୍ରକ -ଧାମରା ରେଳପଥରେ ରବିବାର ବିଳମ୍ବିତ ରାତିରେ ଏକ ମାଲ୍‌ବାହୀ ଟ୍ରେନ୍‌ର କୋଇଲା ବୋଝେଇ ୭ ବଗି ଲାଇନ୍‌ଚ୍ୟୁତ ହୋଇଛି। ଧାମରା ବନ୍ଦର କମ୍ପାନୀ (ଆଦାନୀ)କୁ କୋଇଲା ବୋଝେଇ ହୋଇ ଟ୍ରେନ୍‌ଟି ଭଦ୍ରକ ଅଭିମୁଖେ ଯାଉଥିବାବେଳେ ତିହିଡ଼ି ଥାନା ଅନ୍ତର୍ଗତ ଜିଝାରପୁର ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାର କାରଣ ଜଣା ପଡ଼ି ନ ଥିବା ବେଳେ କମ୍ପାନୀ ପକ୍ଷରୁ ଏବଂ ଖୋର୍ଦ୍ଧା ରୋଡ୍‌ରୁ ଉଦ୍ଧାରକାରୀ ଦଳ ଆସି ଘଟଣାସ୍ଥଳରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri