ମାସ୍କ୍ ବିକ୍ରି ପାଇଁ ଘରୁ ଗୋଡ଼କାଢ଼ିଲା ଶିଶୁ: ଟଙ୍କା ନ ଥିଲେ ବି ମାଗଣାରେ ନେଇଯିବାକୁ କହିଲା

ଇସଲାମାବାଦ୍‌,୫ ।୪: କୁହାଯାଏ ବିପଦ ସମୟରେ ଲୋକଙ୍କ ମଧ୍ୟରେ ଏକଜୁଟ ହେବାର ସ୍ୱଭାବ ଦେଖାଦେଇଥାଏ । ଲୋକେ ଭେଦଭାବ ଭୁଲି ବିପଦ ବିରୋଧରେ ଲଢ଼େଇ କରିବା ଲାଗି ପ୍ରସ୍ତୁତ ହୋଇଥାନ୍ତି । ଏହାର ସଦ୍ୟତମ ଉଦାହରଣ ପାକିସ୍ତାନର ଏକ ଛୋଟ ବାଳକଠାରେ ଦେଖିବାକୁ ମିଳିଛି । ପିଲାଟିକୁ ମା’ କହିଥିଲେ ବିପଦ ସମୟରେ ଲୋକଙ୍କ ସହାୟତା କରିବା ଜରୁରୀ । ଏହାର ପ୍ରଭାବ ପିଲାଟି ଉପରେ ପଡ଼ିଥିଲା । ସେ ମା’ ତିଆରି କରିଥିବା ମାସ୍କ୍ ବିକ୍ରି କରିବାକୁ ଘରୁ ଗୋଡ଼ କାଢ଼ିଛି । ଦେଶରେ କରୋନା ସଂକ୍ରମଣ ହୋଇଥିବା ସମୟରେ ସାହିବାଲ ସହରର ପାକପାଟନ ଛକରେ ରାସ୍ତା କଡ଼ରେ ମୁହଁରେ ମାସ୍କ୍ ପିନ୍ଧି ହାତରେ ଏକ ବାଡ଼ିରେ ବହୁଗୁଡ଼ିଏ ମାସ୍କ୍ ଧରି ଠିଆ ହୋଇଛି । ରାସ୍ତାରେ ଯିବା ଆସିବା କରୁଥିବା ଲୋକଙ୍କୁ ମାସ୍କ୍ ନେବାକୁ କହୁଛି । ଯଦି କେହି ପାଖରେ ଟଙ୍କା ନ ଥିବା କହୁଛନ୍ତି, ସେମାନଙ୍କୁ ମାଗଣାରେ ମାସ୍କ୍ ନେଇ ଯିବାକୁ କହୁଛି । ମାସ୍କ୍ ପିନ୍ଧି ସୁରକ୍ଷିତ ରହିବାକୁ ମଧ୍ୟ ସେ ଲୋକଙ୍କୁ ସଚେତନ କରାଉଛି । ସେ ୨୦ ଟଙ୍କାରେ ମାସ୍କ୍ ବିକ୍ରି କରୁଛି । ଏବେ ପିଲାଟି ସୋସିଆଲ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?