କୁଆମରା,୭ା୪(ଡି.ଏନ୍.ଏ.)- କରୋନା ମୁକାବିଲା ପାଇଁ ଗୋପବନ୍ଧୁ ନଗର ବ୍ଲକ ପଶୁଦା ପଞ୍ଚାୟତର ଅଛଡା ନବଜ୍ୟୋତି କିଶୋର କ୍ଲବ ପକ୍ଷରୁ ବିଭିନ୍ନ ଗ୍ରାମର ଲୋକଙ୍କୁ ସଚେତନ କରାଯିବା ସହ ମାସ୍କ ଓ ସାବୁନ ବଣ୍ଟନ କରାଯାଇଛି। କ୍ଲବର ସଭାପତି ପାର୍ଥ ସାରଥୀ ସାହୁ, ସମ୍ପାଦକ ଲେଲିନ କୁମାର ଦେଙ୍କ ତତ୍ତ୍ୱାବଧାନରେ ସଂଘର ସଭ୍ୟ ମାନେ ମାସ୍କ ଓ ସାବୁନ ବଣ୍ଟନ ବିତରଣ କରିଥିଲେ। ସେହିପରି ବରଡିହି ପଞ୍ଚାୟତର ଦେବ ଗାଁ ଉପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର ବେହେରା ଓ ସହକାରୀ ଶିକ୍ଷକମାନେ ଛାତ୍ରୀଛାତ୍ରମାନଙ୍କ ଘରକୁ ଘର ବୁଲି ସାବୁନ ବଣ୍ଟନ କରିବା ସହ ସଚେତନ କରାଇଥିଲେ। ପୁରୁଣା ବାରିପଦା ସନ୍ତୋଷୀ ସେବା ସମିତିର ସଭାପତି ରାଧିକା ଶର୍ମା ଓ ସମ୍ପାଦିକା କ୍ରିଷ୍ଣା ବାଇ ଶର୍ମାଙ୍କ ତତ୍ତ୍ୱାବଧାନରେ ମୁଖ୍ୟ ରାସ୍ତା ଭୋଳପୋଖରୀ ଠାରୁ ଦାମାସାହି ପର୍ଯ୍ୟନ୍ତ ବୁଲା କୁକୁରମାନଙ୍କୁ ଖାଦ୍ୟ ବଣ୍ଟନ କରାଯାଇଛି।
ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ
ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…
ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ
କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…
ଆସୁଛି ବାତ୍ୟା: ଇନ୍ଦ୍ରାବତୀର ୨ ଗେଟ୍ ଖୋଲିଲା
ନବରଙ୍ଗପୁର,୨୪।୧୦: ସମ୍ଭାବ୍ୟ ବାତ୍ୟା ଏବଂ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍ ଖୋଲାଯାଇଛି। ଡ୍ୟାମ୍ର ୩ ଓ ୬ ନମ୍ବର ଗେଟ୍ରୁ ୧୩୩…
୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ ୯ ମୋବାଇଲ ଜବତ, ୭ ଜୁଆଡ଼ିଙ୍କୁ ଗିରଫ କରି…
ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ରମ୍ଭା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୋଇରାଶି ପଞ୍ଚାୟତ ବରପଲ୍ଲୀ ଓ ଭୁଆଁଭୂଇଁ ଗ୍ରାମ ନିକଟସ୍ଥ ଠାକୁରାଣୀ ମନ୍ଦିରଠାରେ ଜୁଆଆଡ୍ଡା ଚାଲିଥିବାବେଳେ ରମ୍ଭା…
ଏହି ୫ ଜିଲାରେ ୨୮ ଓ ୨୯ରେ ସ୍କୁଲ୍, କଲେଜ ଛୁଟି : ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର, ୨୪ା୧୦: ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୫ଟି ଜିଲାରେ ଆସନ୍ତା ୨୮ ଓ ୨୯ ତାରିଖରେ ସ୍କୁଲ୍ ଓ କଲେଜ…
ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ପାଇଁ ପ୍ରଶାସନର ପ୍ରସ୍ତୁତି: ୩୦ ତାରିଖ ପର୍ଯ୍ୟନ୍ତ ଲକ୍ଷ୍ମୀପୂଜା ତୋରଣ ଖୋଲା ରହିବ
କେନ୍ଦ୍ରାପଡ଼ା, ୨୪ା୧୦ (ଜଗନ୍ନାଥ ଧଳ): ଅକ୍ଟୋବର ମାସରେ ସମ୍ଭାବ୍ୟ ସାମୁଦ୍ରିକ ଝଡ଼କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ପାଣିପାଗ ବିଶେଷଜ୍ଞଙ୍କ ଆକଳନ…
ବଟେଶ୍ୱର ପୀଠକୁ ମୁଖ୍ୟମନ୍ତ୍ରୀ ବସ୍ ସେବା ବନ୍ଦ, ବଢୁଛି ଅସନ୍ତୋଷ
ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠ ବଟେଶ୍ୱର ପୀଠକୁ ଦୀର୍ଘ ଦଶ ମାସରୁ ଊର୍ଦ୍ଧ୍ୱ ହେବ…
କୋଟିଆରେ ଭଙ୍ଗା ଯାଇଥିବା ବୋର୍ଡ ପୁନଃସ୍ଥାପନ କଲା ଆନ୍ଧ୍ର: ନିର୍ବାଚନ ପାଇଁ ତତ୍ପରତା ପ୍ରକାଶ କରି…
ପଟ୍ଟାଙ୍ଗି,୨୪ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ବିବାଦ ପୁଣି ଥରେ…

