ମାସ୍କ ତିଆରିି କଲେ ଆର୍‌ପିଏଫ୍‌ କନଷ୍ଟେବଳ

ଭୁବନେଶ୍ୱର,୧୬ା୪ (ବ୍ୟୁରୋ): ଆର୍‌ପିଏଫ୍‌ କନଷ୍ଟେବଳ ଶ୍ରୀଧର ବାରିକ ଓ ମମତା ଭୋଇ ଦୈନିକ ୮ରୁ ୯ଘଣ୍ଟା ପରିଶ୍ରମ କରି ୩୦୦ ମାସ୍କ ତିଆରି କରୁଛନ୍ତି। ଯାହାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି। ମାସ୍କଗୁଡ଼ିକ ଆରପିଏଫ ଥାନା ବାଲୁଗାଁ, ମଣ୍ଡଳ ମୁଖ୍ୟାଳୟ ଖୋର୍ଦ୍ଧା ରୋଡ ଓ ଆରପିଏଫ ଥାନା ପାରଦୀପରେ କାର୍ଯ୍ୟରତ କର୍ମଚାରୀଙ୍କୁ ବଣ୍ଟନ କରାଯାଉଛି। ମଙ୍ଗଳବାର ଇଷ୍ଟକୋଷ୍ଟ ରେଲଓ୍ବେ ଆଇଜି ଶ୍ରୀରାଜାରାମଙ୍କ ତତ୍ତ୍ୱାବଧାନରେ ଭୁବନେଶ୍ୱରର ବିଶେଶ୍ୱର ବସ୍ତି ସମେତ ବିଭିନ୍ନ ବସ୍ତିରେ ୪୦୦ ପରିବାରଙ୍କୁ ୧୦୦୦ ମାସ୍କ ଓ ସାନିଟାଇଜର ବାଣ୍ଟିବା ସହ ସଚେତନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri