ମାସ୍କ ନ ପିନ୍ଧିବାରୁ ଜରିମାନା

ଫିରିଙ୍ଗିଆ, ୧୫ା୪- କରୋନା ପ୍ରତିହତ ପାଇଁ ମାକ୍ସ ପିନ୍ଧିବା ଜରୁରୀ ବୋଲି କିଛି ଦିନ ତଳେ ରାଜ୍ୟ ସରକାର ଘୋଷଣା କରିଥିଲେ ା ଏହାର ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ବୋଲି ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ା ମଙ୍ଗଳବାର ଫିରିଙ୍ଗିଆ ପୋଲିସ ଓ ପ୍ରଶାସନ ତରଫରୁ ମାକ୍ସ ପିନ୍ଧୁ ନ ଥିବା ବ୍ୟକ୍ତିମାନଙ୍କ ଠାରୁ ଜରିମାନା ଆଦାୟ କରାଯାଇଛି ା ପ୍ରଥମ ଦିନରେ ଫୁଲବାଣୀ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମହେନ୍ଦ୍ର ନାଥ ମୁର୍ମୁ ଫିରିଙ୍ଗିଆ ଠାରେ ବଜାର ବୁଲି ମାକ୍ସ ପିନ୍ଧୁ ନ ଥିବା ବ୍ୟକ୍ତିମାନଙ୍କଠାରୁ ୨୦୦ ଟଙ୍କା ଲେଖାଏ ଜରିମାନା ଆଦାୟ କରିଛନ୍ତି। ସେହିପରି କିଛି ଲୋକଙ୍କୁ ମାଗଣାରେ ମାକ୍ସ ମଧ୍ୟ ବଣ୍ଟନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri