ମାସ୍କ ନ ପିନ୍ଧି ଦେଲେ ୪୭ ହଜାର ଜରିମାନା: ମଦ ଜବତ, ଜୁଆ ଆଡ୍ଡା ଉପରେ ଚଢ଼ାଉ

ଛତ୍ରପୁର,୮।୬(ଡି.ଏନ୍‌.ଏ.): କରୋନା ନେଇ ହୋଇଥିବା ଲକ୍‌ଡାଉନ ଓ ଶଟ୍‌ଡାଉନ ପରିପ୍ରେକ୍ଷୀରେ ଗଞ୍ଜାମ ପୋଲିସ ପକ୍ଷରୁ ଧରପଗଡ଼ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ଜିଲାର ବିଭିନ୍ନ ଥାନା ପୋଲିସ ୪୭ ହଜାର ୨୦୦ଟଙ୍କା ଜରିମାନା ଆଦାୟ କରିଛନ୍ତି। ଏଥିସହ ଶଟ୍‌ଡାଉନ୍‌ ନିୟମ ଭାଙ୍ଗିଥିବାରୁ ୧ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବା ବେଳେ ୨ଟି ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇ ୧୫ ହଜାର ୪୮୦ ଟଙ୍କା ଓ ବେଆଇନ ମଦ କାରବାର ଉପରେ ଚଢ଼ାଉ ହୋଇ ୮୬୩.୦୬ ଲିଟର ଦେଶୀ ମଦ ଜବତ ହୋଇଛି। କୋଭିଡ ନିୟମ ଉଲ୍ଲଂଘନ ନେଇ ୪ଟି ମାମଲା ରୁଜୁ ହୋଇଥିବା ବେଳେ ୪ଜଣଙ୍କୁ ଗିରଫ କରାଯାଇଛି। ଏସମ୍ପର୍କରେ ସୋମବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri