ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦେଲା ଭଦ୍ରକ ଜିଲା ପ୍ରଶାସନ, ନଚେତ ଗଣିବେ ଜରିମାନା

ଭଦ୍ରକ ଅଫିସ, ୧୧।୪ – ଭଦ୍ରକ ଜିଲାବାସୀ ଘରୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛି ଜିଲା ପ୍ରଶାସନ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ କରୋନାକୁ ମୁକାବିଲା କରିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ସୂଚନା ଦେଇଛନ୍ତି। ପରିବା ମାର୍କେଟ, ମେଡିସିନ ଦୋକାନ, ଗ୍ରୋସରୀ ଦୋକାନ, ପେଟ୍ରୋଲ ପମ୍ପ କିମ୍ବା ଯେ କୌଣସି ସ୍ଥାନକୁ ଆସିଲେ ମାସ୍କ ପିନ୍ଧିବା ନିତାନ୍ତ ଆବଶ୍ୟକ ବୋଲି କୁହାଯାଇଛି। ଏପରିକି ରାସ୍ତାଘାଟରେ ପୋଲିସ ମାସ୍କ ପିନ୍ଧିବା ନିହାତି ଆବଶ୍ୟକ ବୋଲି ସଚେତନତା କରୁଥିବା ଦେଖିବାକୁ ମିଳିଛି। ଯେଉଁ ବ୍ୟକ୍ତି ମାନେ ମାସ୍କ ପିନ୍ଧି ନ ଥିବେ ସେମାନଙ୍କ ଠାରୁ ଜରିମାନା ଆଦାୟ କରାଯିବ ବୋଲି କୁହାଯାଇଛି।

ସୂଚନାଯୋଗ୍ୟ, ଭଦ୍ରକ ଜିଲାର ୧୭୬ ଜଣଙ୍କ ସ୍ବାବ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ୧୬୨ ଜଣଙ୍କ ନେଗେଟିଭ୍‌ ଆସିଥିବା ଜଣାପଫିଛି। ସେଥିମଧ୍ୟରୁ ୩ଟି ପଜିଟିଭ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କ ରିପୋର୍ଟ ଆସିନାହିଁ। ଜିଲାରେ ୩ଜଣ ପଜିଟିଭ୍‌ ରୋଗୀ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri