ମାସ୍କ ପିନ୍ଧିଲେନି, ଜରିମାନା ଦେଲେ

ଦେବଗଡ,୧୯।୪ (ଡି.ଏନ.ଏ.)-ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ଅବମାନନା କରିଥିବା ବ୍ୟକ୍ତିଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ଶନିବାର ଦେବଗଡ ଜିଲାର ୧୨୯ଜଣ ଅମାନିଆଙ୍କଠାରୁ ୨୫ହଜାର ୮୦୦ଟଙ୍କା ଜରିମାନା ଆଦାୟ କରାଯାଇଛି ା