ମାସ୍କ ପିନ୍ଧି ନ ଥିବାରୁ ୮ ଜଣଙ୍କୁ ଜରିମାନା

ବନ୍ତ,୧୨।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବଜାରରେ ଶନିବାର ୮ ଜଣ ବ୍ୟକ୍ତିଙ୍କ ଠାରୁ ମାସ୍କ ବ୍ୟବହାର କରି ନ ଥିବା ଅଭିଯୋଗରେ ପୋଲିସ ୧୬ ଶହ ଟଙ୍କା ଜରିମାନା ଆଦାୟ କରିଛି । କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ଘରୁ ବାହାରକୁ ବାହାରୁଥିବା ଲୋକେ ମାସ୍କ ବ୍ୟବହାର କରିବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଛନ୍ତି । ଅତ୍ୟାବଶ୍ୟକ କାର୍ଯ୍ୟରେ ବାହାରକୁ ଆସୁଥିବା ଲୋକେ ମାସ୍କ ବ୍ୟବହାର ନ କଲେ ସେମାନଙ୍କ ଠାରୁ ଜରିମାନା ଆଦାୟ କରାଯିବାର ନିୟମ ହୋଇଛି । ଏହି ନିୟମକୁ ପୋଲିସ ପ୍ରଶାସନ ପକ୍ଷରୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri