ମାସ୍କ ପିନ୍ଧି ନ ଥିବା ଲୋକଙ୍କ ଠାରୁ ୩୮୦୦ ଜରିମାନା ଆଦାୟ

ଆର.ଉଦୟଗିରି,୨୧ା୪(ଡି.ଏନ.ଏ.)- କରୋନା ଭୂତାଣୁକୁ ନେଇ ବିଭିନ୍ନ କଟକଣା ଜାରି କରାଯାଇଥିବାବେଳେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଗଜପତି ଜିଲାର ଆର୍‌.ଉଦୟଗିରି ଥାନା ଅଞ୍ଚଳରେ ମାସ୍କ ନ ପିନ୍ଧି ବଜାର ବୁଲିବା, ସୌଦା ଓ ବିଭିନ୍ନ ଜରୁରୀ କାମରେ ଘରୁ ବାହାରକୁ ଯାଉଥିବା ୧୯ଜଣ ଅମାନିଆଙ୍କ ଠାରୁ ରବିବାର ଓ ସୋମବାର ଦୁଇ ଦିନରେ ୩୮୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିବା ପୋଲିସ କହିଛି। ବାହାରକୁ ବାହାରିଲେ ବାଧ୍ୟତାମୂଳକ ମାସ୍କ ପିନ୍ଧିବାକୁ ସମସ୍ତଙ୍କୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri