ମାସ୍କ, ପିପିଇ କିଣା ନେଇ ଶ୍ୱେତପତ୍ର ଦିଅନ୍ତୁ ରାଜ୍ୟ ସରକାର

ଭୁବନେଶ୍ୱର,୧୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଚିଠି ଲେଖି ଅନୁରୋଧ କରିଛନ୍ତି ଯେ, ରାଜ୍ୟ ସରକାର ମାସ୍କ, ପିପିଇ, ଅନ୍ୟାନ୍ୟ କୋଭିଡ-୧୯ ସଂକ୍ରାନ୍ତୀୟ ଜିନିଷ କେଉଁଠାରୁ କିଣାଯାଇଛି ଏବଂ ଏହାର ଦାମ୍‌ କେତେ ତାହା ପ୍ରକାଶ କରନ୍ତୁ। ସେହିପରି ଏହାର ବ୍ୟବହାର କିପରି ହୋଇଛି ସେନେଇ ମଧ୍ୟ ଏକ ସବିଶେଷ ବୀବରଣୀ ସରକାରଙ୍କୁ ଜଣାଇବା ଲାଗି ସେ କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ମାସ୍କ କିଣାରେ ବ୍ୟାପକ ଦୁର୍ନିତୀ ହୋଇଛି ବୋଲି ବିଭିନ୍ନ ରାଜନୈତିକ ଦଳ ଓ ସମାଜସେବୀ ଅନୁଷ୍ଠାନ ବାରମ୍ବାର ପ୍ରଶ୍ନ ଉଠାଉଛି। ଏ ସମ୍ପର୍କରେ ସରକାର ନିରବ ରହିବା ସାଙ୍ଗକୁ ଲୋକଙ୍କୁ ଉତ୍ତର ନ ଦେବା ଦୁର୍ଭାଗ୍ୟଜନକ। କେଉଁ କାରଣରୁ ୯ଜଣ ଆଇଏଏସ୍‌ ଅଫିସରଙ୍କୁ କୋଭିଡ ଦାୟିତ୍ୱରୁ ଅପସାରଣ କରାଗଲା ତାହା ହିଁ ଏହି ଦୁର୍ନୀତିର ପର୍ଦ୍ଦା ଫାର୍ଶ କରୁଛି। ଲୋକଙ୍କ ପ୍ରଶ୍ନର ଉତ୍ତର ଦେବା ରାଜ୍ୟ ସରକାରଙ୍କ ଦାୟିତ୍ୱ ବୋଲି ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ରେଳ ଟ୍ରାକ୍‌ରେ ଦୁଇ ଫୁଟ ପାଣି, ଦୁଇ ଘଣ୍ଟା ଧରି ଅଟକିଲା କୋରାପୁଟ–ବିଶାଖାପାଟଣମ୍ ଟ୍ରେନ୍

ଟିକିରି, ୨୭।୭ (ପ୍ରଫୁଲ୍ଲ କୁମାର ବେହେରା): ଲଗାଣ ବର୍ଷାର ପ୍ରଭାବ ଏବେ ରେଳ ଚଳାଚଳ ଉପରେ ପଡ଼ିଛି। ରାୟଗଡ଼ା ଜିଲାର ଟିକିରି ଷ୍ଟେଶନ୍ ନିକଟରେ ରେଳ ଟ୍ରାକ୍‌…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

ଇସ୍ତଫା ପରେ ବି ନରମି ନାହାନ୍ତି ଧର୍ମେନ୍ଦ୍ର; କଂଗ୍ରେସ ନେତା ଜୟରାମ ରମେଶଙ୍କୁ ଦେଲେ କଡ଼ା ଜବାବ, କହିଲେ-ମୁଁ ଜଣେ …

ନୂଆଦିଲ୍ଲୀ, ୨୭।୭: ଜନ୍ତର-ମନ୍ତରରେ ମାସେରୁ ଅଧିକ ସମୟ ଧରି ଚାଲିଥିବା CJPର ଆନ୍ଦୋଳନ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସୋମବାର…

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭।୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri