ମା’ ଗୃହରେ ବି ସାମାଜିକ ଦୂରତ୍ୱ

ଫୁଲବାଣୀ ଅଫିସ, ୧୨ା୪- କରୋନାକୁ ପ୍ରତିହତ କରିବା ପାଇଁ ସବୁଠି ସଚେତନତା କରାଯାଉଛି । ମା’ ଗୃହ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ଅପହଞ୍ଚ ଅଞ୍ଚଳର ଗର୍ଭବତୀମାନଙ୍କର ଆନୁଷ୍ଠାନିକ ପ୍ରସବକୁ ସୁନିଶ୍ଚିତ କରିବା ପାଇଁ ମା’ଗୃହ କରାଯାଇଛି । ସେଠାରେ କାର୍ଯ୍ୟରତ କର୍ମକର୍ତ୍ତା ନିରବଚ୍ଛିନ୍ନ ସେବା ଯୋଗାଉଛନ୍ତି। ଗର୍ଭବତୀ, ସେମାନଙ୍କ କେୟାର ଟେକରମାନଙ୍କୁ ସାମାଜିକ ଦୂରତ୍ୱ ଅବଲମ୍ବନ କରିବା ପାଇଁ ସଚେତନ କରାଯାଉଛି । ମାକ୍ସ ବ୍ୟବହାର, ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା, ଠିକ୍‌ ସମୟରେ ଡାକ୍ତରଖାନା ପହଞ୍ଚାଇ ଆନୁଷ୍ଠାନିକ ପ୍ରସବ ଉପରେ ଗୁରୁତ୍ୱ ଦିଆଯାଉଛି ା ଲକ୍‌ଡାଉନ ମଧ୍ୟରେ ଏ ପର୍ଯ୍ୟନ୍ତ ୬୫ ଜଣ ଗର୍ଭବତୀ ପାହିରାଜୁ, କ୍ରାଣ୍ଡିବାଲି, କୁଏରିମାଣ୍ଡୁ, ଲୁଇସିଂ, ପକାରୀ ଆଦି ପଞ୍ଚାୟତରୁ ଆସି ମା’ଗୃହରେ ରହିଛନ୍ତି। ୫୧ ଜଣ ସୁରକ୍ଷିତ ମାତୃୃତ୍ୱ ଲାଭ କରିଛନ୍ତି। ୮ ଜଣଙ୍କୁ ସଂକଟାପନ୍ନ ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇ ସୁରକ୍ଷିତ ପ୍ରସବ କରାଯାଇଛି ା ବାଲନ୍ଦରାପଡାସ୍ଥିତ ମା’ଗୃହରେ କାର୍ଯ୍ୟରତ ଏଏନ୍‌ଏମ୍‌ କୋ-ଅର୍ଡିନେଟର ପୁଷ୍ପିତା ସାହୁ, ଲେଡି ହେଲ୍‌ଥ୍‌ ଆଟେଣ୍ଡାଣ୍ଟ ସାମନ୍ତି ଦିଗାଲ ଓ ରୋଷେୟା ରୀତାଞ୍ଜଳି ସାହୁ ପ୍ରମୁଖ ସେମାନଙ୍କ ଦାୟିତ୍ୱ ଠିକ୍‌ ଭାବେ ତୁଲାଇ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri