ମା’ ସମଲେଶ୍ୱରୀ ଫୁଟବଲ ଟୁର୍ନାମେଣ୍ଟ: ବିନପୁର ଚାମ୍ପିୟନ

ବୋଡେନ,୪।୧୦(ଡି.ଏନ.ଏ.)-ନୂଆପଡା ଜିଲା ବୋଡେନ ବ୍ଲକ ଟେମରି (ଦଣ୍ଡେଇବସା) ଚାରିଛକ ଖେଳ ପଡିଆଠାରେ ଗତ ୨୪ ତାରିଖରୁ ଚାଲିଥିବା ଫୁଟବଲ ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ଖେଳ ବିନପୁର ଓ ଫରସରା ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବିନପୁର ଦଳ ଫରସରା ଦଳକୁ ୧-୦ ଗୋଲରେ ହରାଇ ଚାମ୍ପିୟନ ଅର୍ଜନ କରିଥିଲା । ଚାମ୍ପିୟନ ବିନପୁର ଦଳକୁ ୧୨, ୨୨୨ ଟଙ୍କା ସହ ଟ୍ରଫି ଏବଂ ରନର୍ସଅଫ ଫରସରା ଦଳକୁ ୮,୮୮୮ ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଥିଲା। ଟୁର୍ନାମେଣ୍ଟକୁ ଅଷ୍ଟପଲ୍ଲି ଯୁବକ ସଂଘ ଦ୍ୱାରା ଅୟୋଜନ କରାଯାଇଥିଲା। ଉଦ୍‌ଯାପନୀ ସଭାରେ ମୁଖ୍ୟଅତିଥି ଭାବେ ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ରୋହିତ କୁମାର ସାମନ୍ତ, ଫାରୁକ ମହମ୍ମଦ, ସୌଦାଗର ସାହୁ, ଯୋଗେନ୍ଦ୍ର ସିଂ ନିନା ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। ଖେଳକୁ ତାପସ ପତି ପରିଚାଳନା କରିଥିଲେ। ଟୁର୍ନାମେଣ୍ଟରେ ମୋଟ ୧୬ଟି ଦଳ ଅଂଶଗ୍ରହଣ କରିଥିଲେ। ନରେଶ ତାଣ୍ଡି ଓ ଘଂଟେଶ୍ୱର ମାଝି ଧାରାବିବରଣି ପ୍ରଦାନ କରିଥିଲେ। ଟୁର୍ନାମେଣ୍ଟରେ କମିଟି ସମସ୍ତ ସଦସ୍ୟ ଏବଂ ଗ୍ରାମବାସୀ ସହଯୋଗ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

ସ୍ବତନ୍ତ୍ର ସଘନ ସଂଶୋଧନରେ ଯାଇଥିବା ବିଏଲଓଙ୍କୁ ଠେଲାପେଲା କରିବା ଘଟଣା: ଜନସାଧାରଣଙ୍କୁ ଏମିତି ନିବେଦନ କଲା ଜିଲା ପ୍ରଶାସନ

ପାଟଣା,୫।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ସ୍ବତନ୍ତ୍ର ସଘନ ସଂଶୋଧନ ଗୁରୁବାର ପୂର୍ବାହ୍ନରେ ଚାଲିଥିବାବେଳେ ବିଏଲଓ ସଦାନନ୍ଦ ସେଠୀଙ୍କୁ ଠେଲାପେଲା…

ବିଜେଡିର ବିଶାଳ ମହିଳା ସମାବେଶ: ଏହାଠି ହେଲେ ହଜାର ହଜାର ମହିଳା

ଖୋର୍ଦ୍ଧା,୫।୬: ଖୋର୍ଦ୍ଧାରେ ବିଜେଡିର ବିଶାଳ ମହିଳା ସମାବେଶ। ଜିଲା ବିଜେଡି ସଭାପତି ରାଜେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏହାଠି ହେଲେ ହଜାର ହଜାର ମହିଳା ଓ ରାଜ୍ୟର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri