ମା’ ସୁରେଶ୍ୱରୀଙ୍କ ଧବଳମୁଖୀ ବେଶ

ସୋନପୁର,୨୮।୯(ନି.ପ୍ର.) : ପବିତ୍ର ମହାଳୟା ତିଥିରେ ସୁବର୍ଣ୍ଣପୁର ଗଡଜାତର ଇଷ୍ଟଦେବୀ ମା’ ସୁରେଶ୍ୱରୀ ଧବଳମୁଖୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି। ସୁବର୍ଣ୍ଣପୁରର ଐତିହାସିକ ବଳିଯାତ୍ରା ଆରମ୍ଭ ହେଉଥିବା ବେଳେ ଶନିବାର ଭକ୍ତମାନେ ବାଉତି ଛତ୍ର ଓ ଦେବୀ ମା’ଙ୍କ ବେଶ ଦେଖିବାର ସୌଭାଗ୍ୟ ଲାଭ କରିଛନ୍ତି। ଶନିବାରଠାରୁ ଦେବୀ ମା’ଙ୍କ ଷୋହଳ ଉପଚାର ପୂଜା ଆରଧନା କରାଯିବା ସହିତ ଦେବୀ ନଅଦିନ ପର୍ଯ୍ୟନ୍ତ ବିଭିନ୍ନ ବେଶ ଧାରଣ କରିବେ। ଆସନ୍ତା ରବିବାରଠାରୁ ଦଶହରା ପର୍ଯ୍ୟନ୍ତ ଦେବୀ ମା’ ସୁରେଶ୍ୱରୀ ତାରା, ଛିନ୍ନମସ୍ତା, କାଳୀ, ଭୈରବୀ, ମହିଷାମର୍ଦ୍ଦିନୀ, ରାଜ ରାଜେଶ୍ୱରୀ ଆଦି ବେଶ ଧାରଣ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ଦେବୀଙ୍କ ଦର୍ଶନ ପାଇଁ ପ୍ରତି ସନ୍ଧ୍ୟାରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୬: ଶନିବାର ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି।…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri