ମା’ ହେଲେ ସନା

ପୂର୍ବତନ ଅଭିନେତ୍ରୀ ସନା ଖାନ ମା’ ହୋଇଛନ୍ତି। ଇନ୍‌ଷ୍ଟାଗ୍ରାମ୍‌ ଜରିଆରେ ସନା ନିଜ ପ୍ରଶଂସକକୁ ଏହି ଖୁସି ଖବର ଦେଇଛନ୍ତି। ଏକ ଭିଡିଓ ଜରିଆରେ ସେ ପୁତ୍ର ସନ୍ତାନ ଅଧିକାରୀ ହୋଇଥିବା ଜଣାଇଛନ୍ତି। ଆଲ୍ଲା ତାଙ୍କୁ ସର୍ବଶ୍ରେଷ୍ଠ ଉପହାର ଦେଇଥିବା ସେ କହିଛନ୍ତି।
ସନା ୨୦୨୦ରେ ହଠାତ୍‌ ଅଭିନୟ ଜଗତକୁ ଅଲବିଦା କହିଥିଲେ। ସେ ନିଜ ଧର୍ମ ପାଇଁ ଏଭଳି ପଦକ୍ଷେପ ନେଇଥିବା କହିଥିଲେ। ଏହାର କିଛି ଦିନ ପରେ ସେ ଜଣେ ବ୍ୟବସାୟୀ ମୁଫ୍‌ତୀ ଅନସ ସୟଦଙ୍କୁ ବିବାହ କରିଥିଲେ।

 

View this post on Instagram

 

A post shared by Saiyad Sana Khan (@sanakhaan21)


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଦ୍ୱିତୀୟ ବିବାହ କଲେ ରାପର୍‌ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ

ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍‌ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

ବାହା ହେବେ ଅନୁଷ୍କା ସେଟ୍ଟୀ, ଜାଣନ୍ତି କିଏ ସେହି ଲକି ବୟ…?

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କ ବିବାହକୁ ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ଅନୁଷ୍କା କେବେ ଏବଂ…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି।…

ବିବାହର ପରେ ରଶ୍ମିକାଙ୍କ ପୁରୁଣା ପ୍ରେମକୁ ନେଇ ବିବାଦ: ଚେତାବନୀ ଦେଲେ ଅଭିନେତ୍ରୀ

ହାଇଦ୍ରାବାଦ,୧୨।୩: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହର କିଛି ଦିନ ପରେ ଏକ ପୁରୁଣା ଅଡିଓ କ୍ଲିପ୍‌କୁ ନେଇ ସୋସିଆଲ ମିଡିଆରେ ହଟଚମଟ ସୃଷ୍ଟି ହୋଇଛି।…

୨୭ ବର୍ଷ ବୟସରେ ସାଉଥ ଅଭିନେତାଙ୍କ ପରଲୋକ, ଘରୁ ମିଳିଲା ମୃତଦେହ

ନୂଆଦିଲ୍ଲୀ,୧୨ା୩: ଚଳଚ୍ଚିତ୍ର ଜଗତରୁ ଏକ ଦୁଃଖଦ ଖବର ଆସିଛି । ମାଲାୟଲମ ଅଭିନେତା ହରି ମୁରଲୀଙ୍କ ୨୭ ବର୍ଷ ବୟସରେ ଦେହାନ୍ତ ହୋଇଛି । ମାତ୍ର ଚାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri