ମିତା ସାହୁ ହତ୍ୟା ମାମଲା: ଅଭିଯୁକ୍ତ ସ୍ବାମୀ କୋର୍ଟ ଚାଲାଣ

ପରଜଙ୍ଗ, ୧୪।୧(ଡି.ଏନ.ଏ.)

ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ପଙ୍ଗାତୀରା ଗ୍ରାମରେ ଗତ ୬ ତାରିଖ ବିଳମ୍ବିତ ରାତିରେ ସଂଘଠିତ ଜଘନ୍ୟ ହତ୍ୟାକାଣ୍ଡ ଉପରୁ ପରଦା ଉଠାଇଛି ପୋଲିସ। ଯୌତୁକ ଲୋଭ ଏବଂ ଚରିତ୍ର ସନ୍ଦେହରୁ ଗର୍ଭବତୀ ସ୍ତ୍ରୀ ମିତା ସାହୁ (୨୨)ଙ୍କୁ ସ୍ବାମୀ ଲଳିତ ସାହୁ ଟାଙ୍ଗିଆରେ ହାଣି ନିର୍ମମ ଭାବେ ହତ୍ୟା କରିଥିଲେ। ରବିବାର ଅଭିଯୁକ୍ତଙ୍କୁ ମହାବିରୋଡ ଅଞ୍ଚଳରୁ ଗିରଫ କରାଯାଇଛି। ସୋମବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
୨୦୧୭ରେ ଲଳିତଙ୍କ ବିବାହ ମିତାଙ୍କ ସହ ହୋଇଥିଲା। ହେଲେ ଲଳିତ ଅନ୍ୟ ଜଣେ ଯୁବତୀଙ୍କ ସହ ସମ୍ପର୍କ ରଖିଥିଲେ। ଏହା ଜଣାପଡ଼ିବା ପରେ ଉଭୟଙ୍କ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇଥିଲା। ଏହାପରେ ମିତା ନିଜ ବାପଘରେ ରହି ଆସୁଥିଲେ। ଘଟଣାଦିନ ଅଭିଯୁକ୍ତ ଲଳିତ ଶ୍ୱଶୁର ଘରଆଟୁ ଉପରେ ଲୁଚିଥିଲେ। ବିଳମ୍ବିତ ରାତିରେ ସ୍ତ୍ରୀ ଶୋଇଥିବା ରୁମକୁ ଯାଇ ତାଙ୍କ ବେକକୁ ଟାଙ୍ଗିଆରେ ହାଣି ଦେଇଥିଲେ। ଘଟଣାସ୍ଥଳରେ ମିତାଙ୍କ ମୃତ୍ୟୁ ହୋଇଯାଇଥିଲା। ଚିତ୍କାର ଶୁଣି ଶାଶୁ ଗେଲ ଘଟଣାସ୍ଥଳରେ ପହଞ୍ଚତ୍ଥିବାବେଳେ ସେ ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ। ଘଟଣା ଘଟାଇ ଲଳିତ ଫେରାର ହୋଇଯାଇଥିଲେ। ଏକ ନିଛାଟିଆ ସ୍ଥାନରେ ଟାଙ୍ଗିଆ, ରକ୍ତ ଲଗା ଡ୍ରେସ୍‌ ଫିଙ୍ଗି ଦେଇ ଯାଜପୁର ପଳାଇଥିଲେ। ପୋଲିସ ସନ୍ଧାନୀ କୁକୁର ଏବଂ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri