ମିଥୁନ ଦା’ଙ୍କ କଥା ଶୁଣି କାନ୍ଦିଲେ ଜଜ୍‌

ଛୋଟ ପରଦାର ଡ୍ୟାନ୍ସ ଶୋ’ରେ ସୁପର୍‌ ଗେଷ୍ଟ ଦାୟିତ୍ୱ ନିଭାଉଛନ୍ତି ଅଭିନେତା ମିଥୁନ ଚକ୍ରବର୍ତ୍ତୀ। ଏହି ଶୋ’ କୁନି କୁନି ପିଲାମାନେ ନିଜ ଡ୍ୟାନ୍ସ ଜରିଆରେ ଦର୍ଶକଙ୍କ ମନୋରଞ୍ଜନ କରୁଛନ୍ତି। ରବିବାର ମିଥୁନ ଦା’ଙ୍କ ନାଁରେ ଏକ ସ୍ବତନ୍ତ୍ର ଉପସ୍ଥାପନା କରାଯାଇଥିଲା। ପିଲାମାନେ ତାଙ୍କ ଗୀତରେ ନାଚିଥିଲେ। ଏହାଦେଖି ମିଥୁନ ଦା’ ଭାବପ୍ରବଣ ହୋଇପଡିଥିଲେ। ମିଥୁନ ଦା’ଙ୍କ ଆଖିରେ ଲୁହ ଦେଖି ଶୋ’ର ଅନ୍ୟତମ ଜଜ୍‌ ଗୀତା କପୁର ଏବଂ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ମଧ୍ୟ କାନ୍ଦିପକାଇଥିଲେ। ଅଭିନୟ ପାଇଁ ଫୁଟପାଥ୍‌, ରେଳ ଷ୍ଟଶନରେ କେମିତି ରହିବାକୁ ପଡିଥିଲା ତାହା ବଖାଣିଥିଲେ ମିଥୁନ ଦା’। ତାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ଭିଶ୍‌ ଯାଦବଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୧୭ା୩: ନୋଏଡାର ଏକ ରେଭ୍‌ ପାର୍ଟିରେ ସାପ ବିଷ ଯୋଗାଇବା ମାମଲାରେ ସମ୍ପୃକ୍ତ ଥିବା ୟୁଟ୍ୟୁବର ଏଲ୍‌ଭିଶ୍‌ ଯାଦବଙ୍କୁ ସ୍ଥାନୀୟ ପୋଲିସ ପଚରାଉଚରା ପରେ ରବିବାର...

ଟ୍ରୋଲର୍ସଙ୍କୁ ଜବାବ ଦେଲେ ଚହଲଙ୍କ ପତ୍ନୀ ଧନଶ୍ରୀ

ନୂଆଦିଲ୍ଲୀ,୧୭।୩: ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ପତ୍ନୀ ଧନଶ୍ରୀ ବର୍ମା ସୋସିଆଲ ମିଡିଆରେ ପ୍ରାୟଃ ଏକାଠି ନଜର ଆସିଥାନ୍ତି। ଧନଶ୍ରୀ ତାଙ୍କ ଡ୍ୟାନ୍ସ...

ପୁତ୍ର ସନ୍ତାନର ଜନନୀ ହେଲେ ସିଦ୍ଧୁ ମୁସଓ୍ବୋଲାଙ୍କ ମାଆ ଚରଣ କୌର, ଫଟୋ ଶେୟାର କଲେ ପିତା

ଚଣ୍ଡିଗଡ଼,୧୭।୩: ପଞ୍ଜାବୀ ସିଙ୍ଗର ସିଦ୍ଧୁ ମୁସଓ୍ବୋଲଙ୍କ ଘରୁ ଏକ ଖୁସି ଖବର ଆସିଛି। ତାଙ୍କ ମାଆ ଚରଣ କୌର ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି।...

ବିବାହ ବନ୍ଧନରେ ବାନ୍ଧିହେଲେ କ୍ରିତି-ପୁଲକିତ

ମୁମ୍ବାଇ: ବହୁ ବର୍ଷ ଧରି ପରସ୍ପରକୁ ଡେଟ କରିବା ପରେ ପୁଲକିତ ସମ୍ରାଟ ଏବଂ କ୍ରିତି ଖରବନ୍ଦା ଶେଷରେ ମାର୍ଚ୍ଚ ୧୫ରେ ବିବାହ କରିଛନ୍ତି। ପ୍ରଶଂସକମାନେ...

ଅସୁସ୍ଥତା ଖବରକୁ ‘ଫେକ ନ୍ୟୁଜ’ ବୋଲି କହିଲେ ବିଗ ବି, ଟୁଇଟ କରି ଜଣାଇଲେ ସତ୍ୟତା

ମୁମ୍ବାଇ,୧୬।୩: ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ତାଙ୍କ ଅସୁସ୍ଥତାର ଗୁଜବକୁ ମିଥ୍ୟା ଖବର ବୋଲି ସ୍ପଷ୍ଟ ଭାବେ ଖାରଜ କରିଦେଇଛନ୍ତି। ଏହାପୂର୍ବରୁ ସୋସିଆଲ ମିଡିଆ ପ୍ଲାଟଫର୍ମରେ...

ମଧୁବାଲାଙ୍କ ଉପରେ ହେବ ବାୟୋପିକ୍‌

ମୁମ୍ବାଇ: ଭାରତର କିମ୍ବଦନ୍ତୀ ଅଭିନେତ୍ରୀ ମଧୁବାଲାଙ୍କ ଜୀବନୀ ଉପରେ ଖୁବ୍‌ଶୀଘ୍ର ବାୟୋପିକ୍‌ ନିର୍ମାଣ ହେବାକୁ ଯାଉଛି। ‘ଡାର୍ଲିଂ’ ଚଳଚ୍ଚିତ୍ରର ନିର୍ଦ୍ଦେଶକ ତଥା ଚିତ୍ର ନିର୍ମାତା ଜସ୍ମିତ...

ହଟ୍‌ ସିନ୍‌ କରିବାକୁ ଡର ଲାଗେ: ସାମନ୍ଥା ପ୍ରଭୁ

ମୁମ୍ବାଇ: ଲୋକପ୍ରିୟ ତେଲଗୁ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ନିଜର ବୋଲ୍ଡ ଲୁକ୍‌ ଓ ଚମତ୍କାର ଅଭିନୟ ପାଇଁ ଜଣାଶୁଣା। ଦର୍ଶକ ଓ ନିଜ ଫ୍ୟାନ୍ସଙ୍କୁ...

ହସ୍ପିଟାଲରେ ଅମିତାଭ ବଚ୍ଚନ: ଘର ବାହାରେ ପ୍ରଶଂସକଙ୍କ ଭିଡ଼

ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ସ୍ବାସ୍ଥ୍ୟାବସ୍ଥା ଖରାପ ରହିଛି। ତାଙ୍କୁ ମୁମ୍ବାଇର କୋକିଲାବେନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ ଅମିତାଭ ବଚ୍ଚନ ଆଞ୍ଜିଓପ୍ଲାଷ୍ଟି କରିଛନ୍ତି।...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri