Posted inଫୁରସତ

ମିନି ରୋବଟ୍‌

ରୋବଟ୍‌ର ଚାହିଦା ଦିନକୁ ଦିନ ବଢ଼ିଚାଲିଛି। ବିଭିନ୍ନ କ୍ଷେତ୍ରରେ ଏହାକୁ ବ୍ୟବହାର କରାଯାଇ ସେଥିରୁ ସଫଳତା ମିଳିବାର ନଜିର ମଧ୍ୟ ରହିଛି। ନିକଟରେ ଇଂଲଣ୍ଡର ବୈଜ୍ଞାନିକମାନେ ଏକ କ୍ଷୁଦ୍ର ରୋବଟ୍‌ ପ୍ରସ୍ତୁତ କରିଛନ୍ତି। ଏହା କାନ୍ଥ ଉପରେ ଚଢ଼ି ତାହାକୁ ସଫା କରିପାରିବ। ଉକ୍ତ ହାଇଟେକ୍‌ ରୋବଟ୍‌ର ଶରୀର ‘ଇଲେକ୍ଟ୍ରୋ ସ୍କିନ୍‌’ରେ ପ୍ରସ୍ତୁତ କରାଯାଇଛି। ଖାସ୍‌ କଥା ହେଲା କାନ୍ଥ ଉପରେ ଚଢ଼ି ସଫା କରିବା ସମୟରେ ଏହା ନିଜ ଶରୀରକୁ ଅତି ସହଜରେ ସଙ୍କୁଚିତ ଏବଂ ପ୍ରସାରିତ କରିପାରିବ। ପରୀକ୍ଷାମୂଳକ ଭାବେ ଏହି ମିନି ରୋବଟ୍‌ରୁ ସଫଳତା ମିଳିବା ପରେ ତାହାକୁ କିପରି ଆହୁରି କାର୍ଯ୍ୟଦକ୍ଷ କରାଯାଇପାରିବ ସେନେଇ ଚେଷ୍ଟା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri