ମିଲର ଉଠାଉନାହାନ୍ତି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ବସ୍ତା ରଖି ପ୍ରତିବାଦ, ସମସ୍ୟାର ସମାଧାନ ନ ହେଲେ…

ଭଦ୍ରକ, ୧୩।୨(ସନାତନ ରାଉତ): ଭଦ୍ରକ ଜିଲାରେ ଧାନ କିଣା ଓ ମଣ୍ଡିରୁ ଧାନ ଉଠାଇବା ମିଲରମାନେ ବନ୍ଦ କରିଥିବାରୁ ଜିଲାରେ ଧାନ କିଣା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି । ଏହାର ପ୍ରତିବାଦ କରି ନବ ନିର୍ମାଣ କୃଷକ ସଂଗଠନ ଶୁକ୍ରବାର ଧାନ ବସ୍ତା ରଖି ଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରତିବାଦ କରିଛନ୍ତି । କିଛି ଚାଷୀ ଧାନ ବୋଝେଇ ଟ୍ରାକ୍ଟର ନେଇ ଧସେଇ ପଶିଥିଲେ ଓ ପରେ ଧାନ ବସ୍ତାକୁ ଢାଳିଦେଇଥିଲେ। ଭଦ୍ରକ ଜିଲାରେ ମିଲରମାନେ ଗୁରୁବାର ରାତିରେ ଜିଲାପାଳଙ୍କୁ ଭେଟି ଧାନ ଉଠାଇବା ପାଇଁ ମନା କରିଛନ୍ତି । ତେବେ ମିଲରମାନେ ୮ କିଲୋରୁ ୧୩ କିଲୋ ପର୍ଯ୍ୟନ୍ତ ଧାନ କାଟୁଥିବାର ଅଭିଯୋଗ କରିଛନ୍ତି ଚାଷୀମାନେ । ଏମିତିକି ଚାଷୀଙ୍କୁ ଅଖା ଦିଆଯାଉନାହିଁ ଓ ଗାଡ଼ି ମଧ୍ୟ ଦେଉନଥିବା ଅଭିଯୋଗ ହୋଇଛି । ତେବେ ସବୁ ମଣ୍ଡିରେ ଧାନ ଗଦା ହୋଇଥିବା ବେଳେ ବିଭାଗୀୟ ମନ୍ତ୍ରୀ ଓ ପ୍ରଶାସନ ମିଛ ତଥ୍ୟ ଦେଉଥିବା କହିଛି ନବ ନିର୍ମାଣ କୃଷକ ସଙ୍ଗଠନ। ଗ୍ରାଉଣ୍ଡକୁ ନ ଯାଇ ଚାଷୀଙ୍କ ଉପରେ ଦୋଷ ଲଦାଯାଉଛି । ସମସ୍ୟାର ସମାଧାନ ନ ହେବା ପର୍ଯ୍ୟନ୍ତ ଚାଷୀ ଧାରଣାରେ ବସିବେ ବୋଲି କହିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM

ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ…

କେସିଙ୍ଗା ଆଦର୍ଶ ଥାନା ଉଦ୍‌ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ

କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍‌ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା  ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ…

ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ଏହି ଖେଳାଳି ହେବେ ‘ପ୍ଲେୟାର ଅଫ ଦି ମ୍ୟାଚ’! ଫାଇନାଲ ପୂର୍ୱରୁ ସଞ୍ଜୁ ସାମସନଙ୍କ ବଡ଼ ଭବିଷ୍ୟବାଣୀ…

ନୂଆଦିଲ୍ଲୀ,୬।୩: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ର ଗ୍ରାଣ୍ଡ ଫିନାଲେ ମୁକାବିଲା ମାର୍ଚ୍ଚ ୮ ତାରିଖରେ ଖେଳାଯିବ । ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଟିମ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri