ମିଲ ଫଣ୍ଡକୁ ସହାୟତା ପାଇଁ ବିଧାୟିକାଙ୍କୁ ଚେକ ପ୍ରଦାନ

ବେଗୁନିଆପଡା,୨୦ା୪(ଡି.ଏନ.ଏ.)- ଲକ୍‌ଡାଉନ ପାଇଁ ସରକାର ରାଶନକାର୍ଡଧାରୀଙ୍କୁ ବିଭିନ୍ନ ସହାୟତା ପ୍ରଦାନ କରୁଛନ୍ତି। ତେବେ ଅନେକ ଅସହାୟ ଓ ଗରିବ ବିଭିନ୍ନ କାରଣରୁ କାର୍ଡ ପାଇପାରିନାହାନ୍ତି। ଏହି ବର୍ଗର ଲୋକଙ୍କୁ ସହାୟତା ଯୋଗାଇ ଦେବାକୁ ଗଞ୍ଜାମ ଜିଲାପାଳ ‘ମିଲ୍‌’ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ସୋମବାର ବେଗୁନିଆପଡା ବ୍ଲକ ପରିସରରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କୁ ଭେଟି କେତେକ ବଦାନ୍ୟ ବ୍ୟକ୍ତି ଏହି ଫଣ୍ଡକୁ ସହାୟତା ପ୍ରଦାନ କରିଛନ୍ତି। ବ୍ଲକ ବିଜେଡ଼ି ସଭାପତି ବିଜୟ କୁମାର ଦୋରା, ଅଙ୍ଗାରଗାଁ ସରପଞ୍ଚ ସରୋଜ କୁମାର ସାହୁ, ମର୍ଦ୍ଧମେଖ ସରପଞ୍ଚ ହୃଷିକେଶ ମେହେଣ, ପୂର୍ବତନ ଏମ୍‌ପି ପ୍ରତିନିଧି ଲକ୍ଷ୍ମଣ ଗୌଡ଼, ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ, କଣ୍ଟ୍ରାକ୍ଟର ଅକ୍ଷୟ କୁମାର ନାୟକ, କଣ୍ଟ୍ରାକ୍ଟର ଆଲୋକ କୁମାର ବାରିକ ମୋଟ ୭୭ ହାଜର ୧୧୧ ଟଙ୍କା ପ୍ରଦାନ କରିଛନ୍ତି। ଏଥିସହିତ ଆଇସିଆଇସିଆଇ ବ୍ୟାଙ୍କ ତରଫରୁ ମ୍ୟାନେଜର ଦେବାଶିଷ ସାନିଟାଇଜର ଓ ମାସ୍କ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?