ମିଳିତ ଗବେଷଣା ପାଇଁ ଆଇଆଇଟି ଓ ଏମ୍‌ସ ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୭ା୧(ବ୍ୟୁରୋ)- ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି) ଭୁବନେଶ୍ୱର ଓ ଅଲ୍‌୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ (ଏମ୍‌ସ) ମଧ୍ୟରେ ସୋମବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ମାନବସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ନିଶାଙ୍କ ସୋମବାର ଭୁବନେଶ୍ୱର ଆସିଥିବାବେଳେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନର ନିର୍ଦ୍ଦେଶକଙ୍କ ସହିତ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଦୁଇଟି ଶିକ୍ଷାନୁଷ୍ଠାନ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା। କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଆଇଆଇଟି ପକ୍ଷରୁ ନିର୍ଦ୍ଦେଶକ ପ୍ରଫେସର ଆର୍‌. ଭି. ରାଜା କୁମାର ଓ ଏମ୍‌ସ ପକ୍ଷରୁ ନିର୍ଦ୍ଦେଶିକା ପ୍ରଫେସର ଗୀତାଞ୍ଜଳି ବାଟ୍‌ମାନାବେନ୍‌ ଏହି ଚୁକ୍ତି ସ୍ବାକ୍ଷରିତ କରିଥିଲେ। ଏହାଦ୍ୱାରା ଦୁଇଟି ଶିକ୍ଷାନୁଷ୍ଠାନର ମିଳିତ ଗବେଷଣା ଏବଂ ଫାକଲ୍‌ଟି ଓ ବୈଜ୍ଞାନିକଙ୍କ ମଧ୍ୟରେ ଏକାଡେମିକ୍‌ ଇଣ୍ଟରାକ୍ସନ କରାଯିବ। ଚୁକ୍ତିର ଅବଧି କାର୍ଯ୍ୟକାରୀ ହେବା ଦିନଠାରୁ ଆଗାମୀ ୫ବର୍ଷ ପର୍ଯ୍ୟନ୍ତ ରହିବ। ଏହି କାର୍ଯ୍ୟକ୍ରମ ଯଦି ସଫଳ ହୁଏ, ତେବେ ଉଭୟ ଶିକ୍ଷାନୁଷ୍ଠାନ ମଧ୍ୟରେ ଆଲୋଚନା ଓ ନିଷ୍ପତ୍ତି ପରେ ଚୁକ୍ତିର ଅବଧିକୁୁ ବୃଦ୍ଧି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri