Posted inଜାତୀୟ

ମିଳିଲା ଗୁପ୍ତଧନ: ଶହେ ବର୍ଷ ତଳର ମାଟିପାତ୍ରରେ ୨,୫୯୫ ମୁଦ୍ରା

ଥିରୁଭାନନ୍ତପୁରମ୍‌,୭।୧୨: କେରଳର ଥିରୁଭାନନ୍ତପୁରମ୍‌ରେ ମାଟି ତଳୁ ମିଳିଛି ଗୁପ୍ତଧନର ସନ୍ଧାନ। ଶହେ ବର୍ଷ ପୁରୁଣା ମାଟି ପାତ୍ରରେ ୨,୫୯୫ ତମ୍ବା ମୁଦ୍ରା ବନ୍ଦ ଅବସ୍ଥାରେ ମିଳିଛି। ଏସବୁର ଓଜନ ୨୦ କିଲୋ ୪ଶହ ଗ୍ରାମ୍‌। ଏଥିରେ କଳଙ୍କି ଲାଗି ଯାଇଥିବାରୁ ଏସବୁକୁ ସଫା ପାଇଁ ଲ୍ୟାବ୍‌କୁ ପଠାଯାଇଛି। ସ୍ଥାନୀୟ ନିଲିମିନୁର୍‌ ଅଞ୍ଚଳରେ ବାସ କରୁଥିବା ବି. ରତ୍ନାକର ପିଲାଇ ଏକ ଲଟେରୀ କିଣିଥିଲେ। ଏଥିରେ ସେ ୬ କୋଟି ଟଙ୍କାର ପୁରସ୍କାର ଜିଣି ଥିଲେ। ଏହି ଟଙ୍କାରେ ସେ ଏକ ଜମି କିଣି କିଛି ଦିନ ପରେ ଏହାର ଖନନ ବେଳେ ଏହି ଗୁପ୍ତଧନ ମିଳିଥିଲା। ଏସବୁ ମୁଦ୍ରା ତ୍ରାଭାଙ୍କୋରର ଦୁଇ ରାଜାଙ୍କ ଶାସନ ସମୟରେ ୧୮୮୫ରୁ ୧୯୪୯ ମଧ୍ୟରେ ପ୍ରଚଳିତ ହେଉଥିବା କୁହାଯାଉଛି। ୧୮୮୫ରୁ ୧୯୨୪ ପର୍ଯ୍ୟନ୍ତ ଏଠାରେ ରାଜା ମୁଲମ୍‌ ଥିରୁନଲ୍‌ ରାମ ବର୍ମା ଶାସନ କରୁଥିଲେ। ସେହିପରି ୧୯୨୪ରୁ ୧୯୪୯ ପର୍ଯ୍ୟନ୍ତ ଏଠାରେ ଶେଷ ରାଜା ଭାବେ ଚିଥୁରା ଥିରୁନଲ୍‌ ବାଲା ରାମ ବର୍ମା ଶାସନ ଭାର ସମ୍ଭାଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri