Posted inଜାତୀୟ

ମିଶନ କଶ୍ମୀର: ଧାରା ୩୭୦ ହଟାଇବା ତଥା ଜମ୍ମୁ-କଶ୍ମୀର ପୁନର୍ଗଠନ ପାଇଁ ସୂଚନା ଦେଲେ ଶାହ; ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ସରକାର ବଡ଼ ଘୋଷଣା କରିଛନ୍ତି। ଏହି ମର୍ମରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ ସରକାରଙ୍କ ଯୋଜନା ସୋମବାର ଉପସ୍ଥାପନ କରିଛନ୍ତି। ଜମ୍ମୁ-କଶ୍ମୀରରେ ପ୍ରଚଳିତ ଧାରା ୩୭୦କୁ ହଟାଇବା ସହିତ ରାଜ୍ୟର ପୁନର୍ଗଠନ ସମ୍ପର୍କରେ ଶାହ ସୂଚନା ଦେଇଛନ୍ତି। ଏହାକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଞ୍ଜୁର ମଧ୍ୟ କରିଛନ୍ତି। ସୂଚନା ଯୋଗ୍ୟ, ଏହି ଅସ୍ଥାୟୀ ଧାରାକୁ ହଟାଇବା ପ୍ରସ୍ତାବ ରାଜ୍ୟ ବିଧାନସଭାରେ ଆଗତ କରାଇ ପାସ୍‌ କରେ କରାଯାଇ ପାରିବ। ସେହିପରି ସମ୍ବିଧାରର ୩୬୮ ଧାରା ଅନ୍ତର୍ଗତ ଏହାକୁ ସଂସଦରେ ଦୁଇ ତୃତୀୟାଶଂ ବହୁମତରେ ମଧ୍ୟ ସଂଶୋଧନ କରାଯାଇ ପାରିବ ବୋଲି ଭାରତୀୟ ସାମ୍ବିଧାନିକ ବ୍ୟବସ୍ଥାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri