Posted inଭଦ୍ରକ

ମିଶନ ଶକ୍ତି ଗୃହରେ ତାଲା ପକାଇଲେ ଶତାଧିକ ମହିଳା

ପଦ୍ମପୁର,୨୫।୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିରସ ପଞ୍ଚାୟତର ୭୬ଟି ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ଶତାଧିକ ମହିଳା ସୋମବାର ଆର୍ଥିକ ଅନିୟମିତତା ଅଭିଯୋଗ କରି
ବିରସ ମହିଳା ମିଶନଶକ୍ତି ଗୃହରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଫଳରେ ସେଠାରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ନାୟକାନିଦିହି ଥାନା ଏଏସଆଇ ଦିଲୀପ କୁମାର ଦେହୁରୀ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ମହିଳାଙ୍କୁ ବୁଝାସୁଝା କରିଥିଲେ। ଖୁବଶିଘ୍ର ଆର୍ଥିକ ଅନିୟମିତତାର ତଦନ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ମହିଳାମାନେ ବିକ୍ଷୋଭରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri