ମିଶ୍ରି ଖାଇଲେ ମିଳିବ ଏସବୁ ଉପକାର

ମିଶ୍ରିର ଅନେକ ଔଷଧିୟ ଗୁଣ ରହିଛି। ଏହା ଶର୍କରା ଜାତୀୟ ହୋଇଥିଲେ ମଧ୍ୟ ଅନେକ ରୋଗରୁ ମୁକ୍ତି ଦେଇଥାଏ। ଏକ ଗବେଷଣାରୁ ଜଣାପଡ଼ିଛି ଯେ, ମିଶ୍ରି ଖାଇଲେ ଶାରୀରିକ ଦୁର୍ବଳତା ହ୍ରାସ ପାଇ ଯୌବନ ପ୍ରାପ୍ତ ହୋଇଥାଏ। ଏହା ମୁଖ ଦୁର୍ଗନ୍ଧ ଦୂର କରେ।

ମାଉଥ ଫ୍ରେସର ଭାବେ ମିଶ୍ରି ବେଶ୍‌ ଉପଯୋଗୀ। କେବଳ ଏତିକି ନୁହେଁ ମିଶ୍ରି ଯୋଗୁ ମସ୍ତିଷ୍କର ଶକ୍ତି ବୃଦ୍ଧି ହୋଇଥାଏ। ମିଶ୍ରି ରକ୍ତଚାପ ନିୟନ୍ତ୍ରଣ କରିଥାଏ। ମିଶ୍ରିରେ ଅନେକ ଖଣିଜ ପଦାର୍ଥ ଭରି ରହିଛି । ଫଳରେ ପିଲାମାନଙ୍କୁ ମିଶ୍ରି ଦେଲେ ସେମାନଙ୍କ ଶାରୀରିକ ବିକାଶ ସହ ମସ୍ତିଷ୍କ ମଧ୍ୟ ପ୍ରଖର ହୋଇଥାଏ।

ମିଶ୍ରି ତ୍ୱଚାରେ ଉଜ୍ଜ୍ୱଳତା ଭରିଦିଏ। ଚିନି ବଦଳରେ ଚା’ରେ ମିଶ୍ରି ବ୍ୟବହାର କଲେ ଏହା ସ୍ବାସ୍ଥ୍ୟ ପ୍ରତି ଲାଭଦାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri