Posted inଖେଳ

ମିଶ୍ରି ଖାଇଲେ ମିଳିବ ଏହି ୫ଟି ଫାଇଦା

ମିଶ୍ରି ପାଟିକୁ ଯେତିକି ମିଠା, ଶରୀର ପାଇଁ ମଧ୍ୟ ସେତିକି ଉପକାରୀ। ମିଶ୍ରି ସେବନ ଦ୍ୱାରା ଅନେକ ରୋଗ ଭଲ ହୋଇଥାଏ। ମିଶ୍ରିର ୫ ଉପକାରୀ ଗୁଣ ବିଷୟରେ ଜାଣନ୍ତୁ।

ଥଣ୍ଡା, କାଶରୁ ମୁକ୍ତି ଦିଏ ମିଶ୍ରି
ଶୀତଦିନେ ଅନେକ ଥଣ୍ଡା, ଜ୍ୱର ଓ କାଶ ଭଳି ରୋଗରେ ଆକ୍ରାନ୍ତ ହୋଇଥାନ୍ତି। ଏହି ସବୁ ଥଣ୍ଡାଜନିତ ରୋଗରୁ ଉପଶମ ପାଇବା ପାଇଁ ମିଶ୍ରି ଗୁଣ୍ଡକୁ ଗୋଲମରିଚ ଗୁଣ୍ଡ ଓ ଘିଅ ସହ ମିଶାଇ ଏକ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ଏହି ମିଶ୍ରଣକୁ ରାତି ସମୟରେ ଖାଆନ୍ତୁ। ଏହାଦ୍ୱାରା ଥଣ୍ଡା କାଶରୁ ମୁକ୍ତି ମିଳିଥାଏ।

ହିମୋଗ୍ଲୋବିନ ସ୍ତର ବୃଦ୍ଧି କରେ :
ଶରୀରରେ ହିମୋଗ୍ଲୋବିନ୍ର ସ୍ତର କମ ହେବା ଦ୍ୱାରା ରକ୍ତର ଅଭାବ ଦେଖାଦେଇଥାଏ। ଯାହା ଫଳରେ କିଛି କାମ ନକରି ମଧ୍ୟ ଥକା ଲାଗିଥାଏ। ଏପରିକି ଶରୀର ଦୁର୍ବଳ ଲାଗେ। ମିଶ୍ରି ଏହି ସମସ୍ତ ସମସ୍ୟାକୁ ସମାଧାନ କରିଥାଏ। ନିୟମିତ ମିଶ୍ରି ଖାଇବା ଦ୍ୱାରା ଶରୀରରେ ହିମୋଗ୍ଲୋବିନ ସ୍ତର ବୃଦ୍ଧି ପାଇଥାଏ ଓ ରକ୍ତ ସଞ୍ଚାଳନ ଠିକ ହୋଇଥାଏ।

ଖାଦ୍ୟ ହଜମ କରେ
ଖାଦ୍ୟ ଖାଇବା ପରେ ପାନମହୁରୀ ସହ ମିଶ୍ରି ଖାଇଲେ ଖାଦ୍ୟ ଭଲ ହଜମ ହୁଏ।

ଶରୀରକୁ ଶକ୍ତି ଯୋଗାଏ
ମିଶ୍ରି ଖାଇଲେ ଶରୀରରୁ ଶକ୍ତି ମିଳିଥାଏ। ପ୍ରତିଦିନ ସକାଳେ ମିଶ୍ରି ପାଣି ପିଇଲେ ପେଟ ଥଣ୍ଡା ରହିଥାଏ।

ନାକରୁ ରକ୍ତ ପଡୁଥିଲେ
ଅନେକ ଲୋକଙ୍କ ନାକରୁ ରକ୍ତ ପଡିବା ସମସ୍ୟା ରହିଛି। ମିଶ୍ରି ଖାଇବା ଦ୍ୱାରା ଏହି ସମସ୍ୟା କିଛିକାଂଶରେ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri