‘ମିଷ୍ଟର କହ୍ନେୟା’ ପୋଷ୍ଟର ବିବାଦ ଘଟଣାରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଉ: ମିନତି ବେହେରା

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଆ ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରରେ ନାରୀଙ୍କୁ ଅସମ୍ମାନ କରାଯାଇଛି। ଏ ନେଇ ନବନିଯୁକ୍ତ ମହିଳା କମିଶନ ଅଧ୍ୟକ୍ଷା ମିନତି ବେହେରା ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ପୋଷ୍ଟରରେ ନାରୀଙ୍କୁ ଅସମ୍ମାନ ନେଇ ତୀବ୍ର ନିନ୍ଦାକରିବା ସହ ଏଥିପ୍ରତି ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ସେ କହିଛନ୍ତି।
ପ୍ରକାଶ ଯେ, ଫିଲ୍ମର ପୋଷ୍ଟରରେ ହାସ୍ୟ ଅଭିନେତା ପପୁ ପମ୍‌ପମ୍‌ ୭ଜଣ ଯୁବତୀ ଘୋଡ଼ା ଭଳି ଆଣ୍ଠେଇଥିବାବେଳେ ପପୁ ରଥର ସାରଥି ଭଳି ଗୋଟିଏ ହାତରେ ଲଗାମ ଓ ଅନ୍ୟ ହାତରେ ଚକ୍ରଧରି ପୋଜ ଦେଇଛନ୍ତି। ଏଭଳି ପୋଷ୍ଟର ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବିବାଦ ମୁଣ୍ଡ ଟେକିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

ନିରାଡମ୍ବର ଉତ୍ସବରେ ଶପଥ ନେବେ ଶିବକୁମାର, ଜାଣନ୍ତୁ କାହିଁକି ନେଲେ ଏଭଳି ନିଷ୍ପତ୍ତି

ବେଙ୍ଗାଲୁରୁ,୩୧।୫: ବର୍ଷ ବର୍ଷ ଧରି ରାଜନୈତିକ ଚାଲବାଜି ଏବଂ ସିଦ୍ଦାରାମାୟାଙ୍କ ସହ ତୀବ୍ର କ୍ଷମତା ସଂଘର୍ଷ ପରେ, ଡି.କେ. ଶିବକୁମାର ଶେଷରେ କର୍ନାଟକର ମୁଖ୍ୟମନ୍ତ୍ରୀ ହେବାର ତାଙ୍କର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

ମନ୍‌ କି ବାତ୍‌ରେ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ମୋଦି, କହିଲେ ଗ୍ରୀଷ୍ମ ପ୍ରବାହରେ…

ନୂଆଦିଲ୍ଲୀ,୩୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ୍‌’ର ୧୩୪ ତମ ସଂସ୍କରଣରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କିଛି ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଓଡ଼ିଶାର ବେଲପଣାକୁ ପ୍ରଶଂସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri