‘ମିସ୍‌ ବ୍ରିଟିଶ ଏମ୍ପାୟାର୍‌ ୨୦୧୯’: ଶେଫାଳିଙ୍କ ସଫଳତା

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ବଲାଙ୍ଗୀର ଜନ୍ମିତ ଓଡ଼ିଆ ଝିଅ ଶେଫାଳି ଉଦ୍‌ଗାତା ନିକଟରେ ଶ୍ରୀଲଙ୍କାରେ ଅନୁଷ୍ଠିତ ‘ମିସ୍‌ ବ୍ରିଟିଶ ଏମ୍ପାୟାର୍‌-୨୦୧୯’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଦ୍ୱିତୀୟ ରନର୍ସଅପ୍‌ ହେବାର ଗୌରବ ଅର୍ଜନ କରିଛନ୍ତି। ଏକାଧିକ ରାଷ୍ଟ୍ରରୁ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀମାନଙ୍କୁ ପଛରେ ପକାଇ ଶେଫାଳି ୩ୟ ସ୍ଥାନ ହାସଲ କରିବା ସହ କ୍ୟାଟ୍‌ଓ୍ବାକ୍‌ ସବ୍‌-କାଟାଗୋରିରେ ଶ୍ରେଷ୍ଠ ବିବେଚିତ ହୋଇଛନ୍ତି। ପୂର୍ବରୁ ସେ ଗ୍ଲୋରୀ କୁଇନ୍‌, ଓଡ଼ିଶା ସୁପର ମଡେଲ, କଳିଙ୍ଗ ସୁନ୍ଦରୀ, ମିସ୍‌ ଡିଭା ଭୁବନେଶ୍ୱର, ସମର୍‌ କୁଇନ୍‌ ଓ ଟ୍ରେଣ୍ଡ୍‌ସ ଷ୍ଟାଇଲ୍‌ ଆଇକନ୍‌ ଭଳି ଏକାଧିକ ପ୍ୟାଜେଣ୍ଟ ଟାଇଟଲ୍‌ ଜିତି ରାଜ୍ୟ ଏବଂ ରାଜ୍ୟ ବାହାରେ ଜଣେ ପରିଚିତ ଚେହେରା ପାଲଟିଛନ୍ତି। ଶୁକ୍ରବାର ତାଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ଉଚ୍ଛ୍ବସିତ ସମ୍ବର୍ଦ୍ଧନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri