Posted inଜାତୀୟ

ମୁଁ ଏନସିପିରେ ଅଛି, ଶରଦ ପାଓ୍ବାର ମୋ ନେତା: ଅଜିତ ପାଓ୍ବାର

ମୁମ୍ବାଇ,୨୪।୧୧: ଭାଜପା ଏବଂ ଏନସିପି ମେଣ୍ଟ ଆଗାମୀ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ମହାରାଷ୍ଟ୍ରରେ ଏକ ସ୍ଥିର ସରକାର ଦେଇପାରିବେ ବୋଲି ପୁଣି ନିଜ ମନ୍ତବ୍ୟ ଦୋହରାଇଛନ୍ତି ନବନିଯୁକ୍ତ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର। ଏହାସହ ସେ ଟୁଇଟ୍‌ ଯୋଗେ କହିଛନ୍ତି, ମୁଁ ଏନସିପିରେ ଅଛି, ଆଗକୁ ମଧ୍ୟ ରହିବି ଏବଂ ଶରତ ପାଓ୍ବାର ମୋ ନେତା। ଭାଜପା ଏବଂ ଏନସିପି ମେଣ୍ଟ ରାଜ୍ୟର କଲ୍ୟାଣ ପାଇଁ ଗମ୍ଭୀରତାର ସହ କାମ କରିବେ ବୋଲି ସେ କହିଛନ୍ତି। ଅନ୍ୟ ଏକ ଟୁଇଟରେ ସେ କହିଛନ୍ତି, ବ୍ୟସ୍ତ ହେବାର କୌଣସି ଆବଶ୍ୟକତା ନାହିଁ, ସବୁକିଛି ଠିକ ଅଛି। କେବଳ ଧୈର୍ଯ୍ୟର ଆବଶ୍ୟକତା ରହିଛି। ଆପଣ ସମସ୍ତଙ୍କ ସମର୍ଥନ ପାଇଁ ଧନ୍ୟବାଦ ବୋଲି ପାଓ୍ବାର ଟୁଇଟ୍‌ ଯୋଗେ କହିଛନ୍ତି। ସୂଚନାଯୋଗ୍ୟ, ଅଜିତ ପାୱାର ଦଳର ନିଷ୍ପତ୍ତି ବିରୋଧରେ ପଦକ୍ଷେପ ନେଇଥିବାରୁ ଏବେ ଶରଦ ପାୱାର ଏକାକୀ ଦଳର ବିଧାୟକଙ୍କୁ ଏକ କରିବାରେ ଲାଗିପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ମଦ

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri