ମୁଁ ମୁସଲମାନ୍‌ ମୋ ସ୍ତ୍ରୀ ହିନ୍ଦୁ ମୋ ପିଲାଏ ହିନ୍ଦୁସ୍ତାନ: ଶାହରୁଖ

ମୁମ୍ବାଇ: ସାଧାରଣ ତନ୍ତ୍ର ଦିବସ ଅବସରରେ କିଙ୍ଗ ଖାଁ ଶାହରୁଖ୍‌ଙ୍କ ମନ୍ତବ୍ୟ ନେଇ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ଚର୍ଚ୍ଚା ଆରମ୍ଭ ହୋଇଛି। ଶାହରୁଖ୍‌ କହିଛନ୍ତି ଯେ, ମୁଁ ମୁସଲମାନ୍‌ ମୋ ସ୍ତ୍ରୀ ହିନ୍ଦୁ ମୋ ପିଲାଏ ହିନ୍ଦୁସ୍ତାନ। ରିୟଲିଟି ଶୋ ଡ୍ୟାନ୍ସ ପ୍ଲଶ୍‌-୫ରେ ଯୋଗଦେଇ ଶାହରୁଖ୍‌ ଏଭଳି କହିଛନ୍ତି। ଉପସ୍ଥିତ ଦର୍ଶକ ଶାହରୁଖ୍‌ଙ୍କ ଏଭଳି ମନ୍ତବ୍ୟ ପରେ ତାଳି ମାରିବା ଆରମ୍ଭ କରିଥିଲେ। ଶାହରୁଖ୍‌ କହିଥିଲେ ଯେ, ତାଙ୍କ ଝିଅ ସ୍କୁଲରେ ପଢ଼ିବା ସମୟରେ ସେ କେଉଁ ଧର୍ମର ବୋଲି ପ୍ରୋଫାଇଲ୍‌ ପୂରଣ କରିବାକୁ ପଚାରିଥିଲେ। ଏହି ସ୍ଥାନରେ ଶାହରୁଖ୍‌ ଇଣ୍ଡିଆନ୍‌ ଲେଖଥିଲେ। ଶାହରୁଖଙ୍କ ଘରେ ହିନ୍ଦୁ ତଥା ମୁସଲମାନ୍‌ ଧର୍ମର ସମସ୍ତ ଉତ୍ସବ ପାଳିତ ହେଉଥିବା କହିଥିଲେ। ଏବେ ଶାହରୁଖ୍‌ଙ୍କ ମନ୍ତବ୍ୟ ସମ୍ବଳିତ ଏହି ୩୬ ସେକେଣ୍ଡର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୟୁଜର ଏହାକୁ ଲାଇକ୍‌ କରିବା ସହିତ ଶେୟାର ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟଙ୍କ ଘର ଉପରରେ ଆକ୍ରମଣ: ୧୫ ଅଟକ , ଗାଁରେ ପୋଲିସ ଛାଉଣି

ମୋହନା,୩।୨(ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟା…

ନାଚ ସାରି ଫେରୁଥିଲେ ମେଲୋଡି କଳାକାର, ରାସ୍ତାରେ ଅଟକାଇ ମାଡ଼ ମାରିଲେ…

ଆଠଗଡ଼,୩।୨: ନାଚ ସାରି ଫେରୁଥିଲେ ମେଲୋଡି କଳାକାର ରାସ୍ତାରେ ଅଟକାଇ ମାରିଲେ ଦୁବୃର୍ତ୍ତ। ଏଭଳି ଘଟଣା ଘଟିଛି କଟକ ଜିଲା ତିଗିରିଆ ଥାନା ପାଳପୁଟ ଗାଁରେ। ସୂଚନାଯୋଗ୍ୟ,…

ଝିଅମାନେ ସାବଧାନ: ସ୍ମାର୍ଟ ଚଷମାରେ ଆପଣଙ୍କର ସବୁ ରେକର୍ଡ କରିନେବେ, ଓଡ଼ିଶାରେ ପଡିଛନ୍ତି ଧରା

ନୂଆଦିଲ୍ଲୀ,୩।୨: ବଦଳୁଥିବା ସମୟ ସହିତ ଟେକ୍ନୋଲୋଜି ଯେତିକି ସୁବିଧା ଆଣୁଛି, ସେତିକି ବିପଦ ମଧ୍ୟ ବଢ଼ାଉଛି। ବର୍ତ୍ତମାନ ଆମେରିକା ଏବଂ ବ୍ରିଟେନ ଭଳି ଦେଶରେ ‘ସ୍ମାର୍ଟ ଚଷମା’…

ଭକ୍ତ ଦାସଙ୍କ ବଡ଼ ଦାବି: ପୌର, ଏନ୍‌ଏସି ନିର୍ୱାଚନ ବାଲଟ୍‌ରେ ହେଉ

ଭୁବନେଶ୍ୱର,୩।୨: ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି) ନିର୍ୱାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି…

ଝିଅର ବାପା ହୋଇ ବିବାହ କରାଇଲେ ମୁଖ୍ୟମନ୍ତ୍ରୀ, ୨୦୧ ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…

ପୁରୁଷୋତ୍ତମପୁର,୩।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର’ ଶୁଭାରମ୍ଭ କରିଛନ୍ତି…

‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ଏନ୍‌ସିପି ନେତା କଲେ ବଡ଼ ଦାବି

ମୁମ୍ୱାଇ,୩।୨: ମହାରାଷ୍ଟ୍ରରେ ଚାଲିଥିବା ‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ମଙ୍ଗଳବାର ଦାବି ଉଠିଛି। ଏନସିପି ନେତା ଅମୋଲ ମିଟକାରୀ କହିଛନ୍ତି, ଅଜିତ ଦାଦା ମହିଳାମାନଙ୍କ…

‘ପ୍ରଚେଷ୍ଟା ଜାରି ରହିଲେ ସଫଳତା ଆପେ ଆପେ ମିଳିବ’ , ମହାବିଦ୍ୟାଳୟର ବାର୍ଷିକୋତ୍ସବରେ ଯୋଗ ଦେଇ ଏମିତି କହିଲେ…

ଭଞ୍ଜନଗର,୩/୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ୪୪ ତମ ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭଞ୍ଜନଗର ଡେପୁଟି କଲେକ୍ଟର ରଚିତା…

ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଘଟଣା: ଆଶ୍ୱାସନା ଦେଲେ ଅଧିକାରୀ

ଦାରିଙ୍ଗବାଡି, ୩।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପାଦ୍ରୀପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗଣିତ ଖାତା ଆଣି ନ ଥିବାରୁ ତୃତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri