Posted inଜାତୀୟ

ମୁକୁଲ ରାୟଙ୍କ ବିରୋଧରେ ଗିରଫ ପରଓ୍ବାନା

କୋଲକାତା,୩୦ା୭(ପି.ଟି.)-ବୁରାବଜାର ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କଠାରୁ ଜବତ ୧୯ ଲକ୍ଷ ଟଙ୍କା ସହ ଭାଜପା ନେତା ମୁକୁଲ ରୟ ସମ୍ପୃକ୍ତ ଥିବା ଅଭିଯୋଗରେ କୋଲକାତାର ଏକ ଅଦାଲତ ସୋମବାର ତାଙ୍କ ବିରୋଧରେ ଗିରଫ ପରଓ୍ବାନା ଜାରି କରିଛି। ମୁକୁଲ ତଦନ୍ତରେ ସହଯୋଗ କରୁ ନ ଥିବା ପୋଲିସର ଅଭିଯୋଗକ୍ରମେ ଅତିରିକ୍ତ ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ ଏହି ଗିରଫ ପରଓ୍ବାନା ଜାରି କରିଛନ୍ତି। ପୂର୍ବରୁ ମୁକୁଲଙ୍କୁ ଥାନାରେ ହାଜର ହେବା ପାଇଁ ତଦନ୍ତକାରୀ ଅଧିକାରୀ ନୋଟିସ କରିଥିଲେ ହେଁ ସେ ଯାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ରାଜନୀତିରେ ହଇଚଇ! ଟ୍ରମ୍ପଙ୍କ ‘ଶାନ୍ତି ଚୁକ୍ତି’ ଦାବିକୁ ଇରାନର କଡ଼ା ଜବାବ, କିଛି ହୋଇନି….

ଓ୍ବାଶିଂଟନ,୧୨।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଗୁରୁବାର ଦିନ,…

ବ୍ରହ୍ମପୁରରେ ଲଜ୍ଜା: କଲେଜ ଛାତ୍ରୀଙ୍କୁ ଲଜ୍‌କୁ ନେଇ ବଳାତ୍କାର କଲେ ପୁରୁଷବନ୍ଧୁ, ତାପରେ….

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକା ଛାତ୍ରୀଙ୍କୁ ଲଜ୍‌କୁ ନେଇ ବଳାତ୍କାର ଅଭିଯୋଗରେ ବ୍ରହ୍ମପୁର ନିମଖଣ୍ଡି ଥାନା ପୋଲିସ ଅଭିଯୁକ୍ତ ନାବାଳକଙ୍କୁ ଧରିଛି। ଗୁରୁବାର ତାଙ୍କୁ ଜୁଭେନାଇଲ…

ଅଫିସ ସିଲ, ଫ୍ଲୋର ଖାଲି, ଜରୁରୀକାଳୀନ ସତର୍କତା… ଆମେରିକାର ପ୍ରତିରକ୍ଷା ବିଭାଗ, ପେଣ୍ଟାଗନରେ ଏହି ବିଶୃଙ୍ଖଳାର କାରଣ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୬: ଆମେରିକାର ପ୍ରତିରକ୍ଷା ବିଭାଗରୁ ପ୍ରମୁଖ ଖବର ଆସିଛି; ଏକ ଜରୁରୀକାଳୀନ ସତର୍କତା ଜାରି କରାଯାଇଛି, ଏବଂ ପେଣ୍ଟାଗନର କିଛି ଅଂଶକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି।…

ଶ୍ରାଦ୍ଧ କାର୍ଯ୍ୟରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ମହିଳାଙ୍କ ବେକରୁ ସୁନାଚେନ୍‌ ଝାମ୍ପି ନେଲେ…

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥରେ ଲୁଟେରାମାନେ ସକ୍ରିୟ ହୋଇ ପଡିଛନ୍ତି। ଗୁରୁବାର ଏହି ରାଜପଥର କଳାପାଣି ଛକଠାରୁ…

ପୂର୍ବରୁ ଛକି ବସିଥିଲା ସିବିଆଇ, ଲାଞ୍ଚ ନେଉଥିବାବେଳେ ଏମସିଏଲ ସିକ୍ୟୁରିଟି ଇନ୍ସପେକ୍ଟରଙ୍କ ଉପରେ ହଠାତ୍‌ ହେଲା ଚଢ଼ାଉ

ଝାରସୁଗୁଡା,୧୧।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ବ୍ରଜରାଜନଗର ସ୍ଥିତ ଏମସିଏଲ ଓରିଏଣ୍ଟ ଏରିଆରେ ଗୁରୁବାର ଅପରାହ୍ନରେ ସିବିଆଇ ରେଡ୍‌ ଦେଖିବାକୁ ମିଳିଛି। ଡ୍ୟୁଟି ଆଲର୍ଟ କରିବା ନାଁରେ…

ଟ୍ରାକ୍ଟର ଚାପାରେ ଶ୍ରମିକ ମୃତ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

କୋକସରା,୧୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ସିଉନୀ-ପାତ୍ରବସା ରାସ୍ତାରେ ଟ୍ରାକ୍ଟର ଟ୍ରଲି ତଳେ ଚାପି ହୋଇ ଗୁରୁତର ହୋଇଥିବା ଜଣେ…

Extremely Severe Alert: ଆପଣଙ୍କ ଫୋନରେ ଖୁବ ଜୋରରେ ଶବ୍ଦ ସହ ଆସିଥିଲା କି ଆଲର୍ଟ? ଜାଣନ୍ତୁ ଏହାର ଅର୍ଥ କ’ଣ

ନୂଆଦିଲ୍ଲୀ,୧୧।୬; ଯଦି ଆପଣଙ୍କ ମୋବାଇଲ ସ୍କ୍ରିନରେ ହଠାତ ‘ଅତ୍ୟନ୍ତ ଗମ୍ଭୀର ସତର୍କତା’ ଲେଖାଥିବା ଏକ ପପ-ଅପ ମେସେଜ ଝଲସି ଉଠେ, ଏବଂ ତା ସହିତ ଏକ ଜୋରରେ…

ଅବୁଜବାହାଲ ପଥର କ୍ୱାରୀରୁ ସସ୍‌ପେନସନ ଆଦେଶ ପ୍ରତ୍ୟାହାର କଲା ଖଣିବିଭାଗ, ରଖିଲା ଏମିତି ସର୍ତ୍ତ

କର୍ଲାମୁଣ୍ଡା, ୧୧।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଅବୁଜବାହାଲଠାରେ ଥିବା ପଥର କ୍ୱାରୀ -୨ ଉପରେ ଖଣି ବିଭାଗ ଗତ ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri