Posted inଜାତୀୟ

ମୁକୁଳିଲେ ଅଟକ ଥିବା ଆଉ ୫ ରାଜନେତା

ଶ୍ରୀନଗର,୧୬।୧: ଜମ୍ମୁ-କଶ୍ମୀରରେ ନଜରବନ୍ଦୀ ଥିବା ଆଉ ୫ ରାଜନେତାଙ୍କୁ ଗୁରୁବାର ମୁକୁଳାଇ ଦିଆଯାଇଛି। ଏବେ ଆଉ ୨୧ ନେତା ନଜରବନ୍ଦୀ ଥିବା ଜଣାପଡିଛି। ଗୁରୁବାର ମୁକୁଳିଥିବା ନେତାମାନଙ୍କ ମଧ୍ୟରେ ରହିଛନ୍ତି, ନ୍ୟାଶନାଲ କନଫରେନ୍ସ ନେତା ସଲମାନ ସାଗର, ପିଡିପି ନେତା ନିଜାମୁଦ୍ଦିନ ଭଟ୍ଟ, ସୌକତ ଗନାଇ, ଆଲ୍‌ଫା କାଲୁ ଓ ମୁକତାର ବାବା। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରର ପ୍ରାୟ ୩୫ ଜଣ ନେତାଙ୍କୁ ନଜରବନ୍ଦୀ ରଖାଯାଇଥିଲା। ଏହା ପୂର୍ବରୁ କେତେଜଣଙ୍କୁ ମୁକୁଳାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri