ମୁକ୍ତି ପାଇଁ ୩ ମାସିଆ ଯୋଜନା ଦରକାର: ମମତା

କୋଲକାତା,୧୩ା୫: ଦେଶରେ କୋଭିଡ୍‌-୧୯ ସଙ୍କଟରୁ ଖୁବ୍‌ଶୀଘ୍ର ମୁକ୍ତି ମିଳି ନ ପାରେ। ଏଥିଲାଗି ତିନିମାସିଆ ଯୋଜନା ଦରକାର ବୋଲି ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ମମତାଙ୍କ ମତରେ ମାର୍ଚ୍ଚ ୨୫ରେ ଲକ୍‌ଡାଉନ୍‌ ଜାରି ହେବା ପରଠୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲକ୍‌ଡାଉନ୍‌ର ଉଚିତ ପରିଚାଳନା କରାଯାଉ ନାହିଁ। ରାଜ୍ୟ ସରକାରଙ୍କ ଅଧିକାରୀମାନଙ୍କ ସହ ଏକ ବୈଠକରେ ସ୍ଥିତି ସମୀକ୍ଷା କରିବା ପରେ ମମତା ଏପରି ମତବ୍ୟକ୍ତ କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ହୋଇଥିବା ଆଲୋଚନାକୁ ନେଇ ସେ କହିଛନ୍ତି, ଏହି ମିଟିଂରୁ ପଶ୍ଚିମବଙ୍ଗକୁ କିଛି ମିଳିନାହିଁ। ତାଙ୍କୁ ଖାଲିହାତରେ ଫେରିବାକୁ ପଡ଼ିଛି। ରାଜ୍ୟକୁ ମିଳିବାକୁ ଥିବା ବକେୟା ରାଶିକୁ କେନ୍ଦ୍ର ସରକାର ଏଯାଏ ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri