ମୁକ୍‌ଲା ହେଇ ପଡ଼ିଛେ ଟ୍ରାନ୍ସଫର୍ମର

ଜାମଟିକ୍ରା, ୧୨।୮ (ଡି.ଏନ୍‌.ଏ.):  ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ଜାମଟିକ୍ରା ଗଁାର ମୁଖିଆ ଛକ୍‌ରେ ମୁକଲା ହେଇ ବିପଦ୍‌ ଅବସ୍‌ତାରେ ଗୁଟେ ଟ୍ରାନ୍ସଫର୍ମର ପଡ଼ି ରହିଛେ। ଇ ରାସ୍‌ତାରେ ସବୁବେଲେ ଜନସାଧାରନ ସମେତ ଛୋଟ ଛୋଟ ଛୁଆମାନେ ସ୍କୁଲ ଯିବାର ଆଏବାର କରୁଛନ୍‌। ସେନ୍‌ତା ଅନେକ ସମିଆରେ ଗାଈଗୋରୁ, ଛେଲ୍‌ମେଢ଼ି ଚରବାର ସୁରେ ଇ ଟ୍ରାନ୍ସଫର୍ମର ପାସ୍‌କେ ପଲଉଛନ୍‌। ଟ୍ରାନ୍ସଫର୍ମର ଚାରହିକୁତି ବାଡ଼ା ନାଇଁଥିଲାବେଲେ ଇ ଜାଗାରେ ରାସ୍‌ତାଟା ସଁାକୁର ଅଛେ। ଯେନ୍‌ଥିରଲାଗି ବିପଦ୍‌ଟା ଦୁଇଗୁନା ବଢ଼ି ଯାଉଛେ। ଇ ରାସ୍‌ତାରେ ଲୋକ୍‌ ଗଲା ଆଏଲାବେଲେ ସବୁବେଲେ ଡରି ଡରି ଯାଆସ କରୁଛନ୍‌। ବିଭାଗୀୟ କତୁରପକ୍ଷ ଇ ଦିଗେ ଦୁରୁଷ୍‌ଟି ଦେଇ ଯେତେ ଜଲଦି ହେବା ଟ୍ରାନ୍ସଫର୍ମରର ଚାର୍‌ହିକୁତି ବାଡ଼ା ଦେବାକେ ଗଁାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରେ କଲରାପତରିଆ ବାଘର ଆତଙ୍କ: ଘରେ ପଶି ଗୋଟିଏ ପରିବାରର ୬ ଜଣଙ୍କୁ କଲା ଲହୁଲୁହାଣ

ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ…

ଶୋଇଥିଲେ ବର୍ଷକର ଶିଶୁ; ଘରେ ପଶି ମୁହଁକୁ ଝୁଣିଦେଲା କୁକୁର, ତାପରେ….

ନବରଙ୍ଗପୁର,୫।୧୦(ସଦାଶିବ ପ୍ରହରାଜ): ଘରେ ଶୋଇଥିବା ବେଳେ ବର୍ଷକର ଶିଶୁପୁତ୍ରକୁ ଝୁଣିଦେଲା ବୁଲାକୁକୁର । ମୃତ୍ୟୁ ସହ ସଂଗ୍ରାମ କରୁଛି ଶିଶୁଟି। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?