ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମାର୍ଚ୍ଚ ୨୨ରୁ ୨୯ ଯାଏ ୫ ଜିଲା ସମ୍ପୂର୍ଣ୍ଣ ‘ଲକ୍‌ଡାଉନ୍‌’

ଭୁବନେଶ୍ୱର, ୨୧।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପ୍ରତିକାରମୂଳକ ବ୍ୟବସ୍ଥା ସ୍ବରୂପ ମାର୍ଚ୍ଚ ୨୨ରୁ ୨୯ତାରିଖ ପର୍ଯ୍ୟନ୍ତ ୫ଟି ଜିଲାକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ଜିଲାଗୁଡିକ ହେଲା ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ ଅନୁଗୋଳ। ଏହି ଜିଲାଗୁଡିକର ସମସ୍ତ ସହର ଓ ଗାଁ ସମ୍ପୂର୍ଣ୍ଣ ଲକ୍‌ ଡାଉନ୍‌ ରହିବ ବୋଲି ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
ସମ୍ବଲପୁର, ଝାରସୁଗୁଡ଼ା, ବାଲେଶ୍ୱର, ରାଉରକେଲା, ଭଦ୍ରକ, ପୁରୀ, ଯାଜପୁର ରୋଡ୍‌, ଯାଜପୁର ଟାଉନ୍‌ ଆଦି ସହରକୁ ମଧ୍ୟ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ୨୨ ତାରିଖ ସକାଳ ୭ଟାରୁ ଏହି ଲକ୍‌ ଡାଉନ୍‌ ଆରମ୍ଭ ହୋଇ ୨୯ ରାତି ୯ଟାରେ ଯାଏ ରହିବ। ସମ୍ପୃକ୍ତ ଅଞ୍ଚଳରେ ସର୍ବାଧିକ ବିଦେଶ ଫେରନ୍ତା ଥିବାରୁ ସେଗୁଡିକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଏୟାରପୋର୍ଟ, ରେଲଓ୍ବେ ଷ୍ଟେଶନ, ବସ୍‌ଷ୍ଟାଣ୍ଡ ଆଦି ଲକ୍‌ଡାଉନ୍‌ ମୁକ୍ତ ରହିବ। ପେଟ୍ରୋଲ ପମ୍ପ, ମେଡିସିନ ଦୋକନ ସମେତ ଅନ୍ୟ ସମସ୍ତ ଜରୁରୀକାଳୀନ ସେବା ଖୋଲା ରହିବ। ସେହିଭଳି ଗ୍ରୋସରୀ, ପରିବା, ମାଛ, ମାଂସ, ଅଣ୍ଡା ଆଦି ଦୋକାନ ଖୋଲା ରହିବ। କେବଳ ଜରୁରୀ ଜିନିଷ ପାଇଁ ବାହାରକୁ ଯିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri