ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩,୬୧,୮୧୭ ଟଙ୍କା ଦାନ

ସୋନପୁର,୨୧।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ଠିକାଦାର ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ଲକ୍ଷ ୬୧ହଜାର ୮୧୭ଟଙ୍କା ପ୍ରଦାନ କରିଛନ୍ତି। ସଂଘ ସଭାପତି ଜୟମାଧବ ମିଶ୍ର ମଙ୍ଗଳବାର ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ଏହି ଚେକ୍‌ ପ୍ରଦାନ କରିଛନ୍ତି । କାର୍ଯ୍ୟକାରୀ କମିଟି ସଭ୍ୟ ନନ୍ଦଲାଲ ପୁରୋହିତ, ରମେଶ ପୂଜାରୀ, ସାଧାରଣ ସମ୍ପାଦକ ଶ୍ରୀକାନ୍ତ ମହାନ୍ତି, କୋଷାଧ୍ୟକ୍ଷ ରାମ ନାରାୟଣ ମିଶ୍ର ଓ କିଶୋର ବେହେରା ଉପସ୍ଥିତ ଥିଲେ। ଏହି ସହାୟତା ରାଶି ପ୍ରଦାନରେ ଜିଲା ଠିକାଦାର ସଂଘର ୧୦୯ ଜଣ ସଭ୍ୟଙ୍କ ସହଯୋଗ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri