ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୪, ୮୩,୪୪୧ ଟଙ୍କା ପ୍ରଦାନ କଲା ଶେରଗଡ଼ ବ୍ଲକ ଶିକ୍ଷକ ସଂଘ

ଶେରଗଡ଼,୨୭ା୪(ଡି.ଏନ୍‌.ଏ.) : କରୋନା ମହାମାରୀ ପାଇଁ ସମସ୍ତେ ସହାୟତାର ହାତ ବଢ଼ାଉଥିବା ବେଳେ ଶେରଗଡ଼ ଶିକ୍ଷକମାନେ ମଧ୍ୟ ଗୋଟିଏ ଦିନର ଦରମା ପ୍ରଦାନ କରିଛନ୍ତି। ଶେରଗଡ଼ ବ୍ଲକ ଶିକ୍ଷକ ସଂଘ ପକ୍ଷରୁ ରାଜ୍ୟ କୋଭିଡ୍‌ ଫଣ୍ଡ୍‌କୁ ୪ଲକ୍ଷ ୮୩ ହଜାର ୪୪୧ଟଙ୍କା ସୋମବାର ପ୍ରଦାନ କରାଯାଇଛି। ଶେରଗଡ଼ସ୍ଥିତ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଶିକ୍ଷକମାନେ ଉକ୍ତ ଟଙ୍କାର ଏକ ଚେକ୍‌ ପ୍ରଦାନ କରିଛନ୍ତି । ଉକ୍ତ ଚେକ୍‌ ପ୍ରଦାନ ସମୟରେ ଶିକ୍ଷକ ସଂଘର ସଭାପତି ପ୍ରଫୁଲ୍ଲ କୁମାର ପଣ୍ଡା,ବରିଷ୍ଠ ଶିକ୍ଷକ କାଳୀଚରଣ ଚୌଧୁରୀ, ଗୋଷ୍ଠୀ ଶିକ୍ଷାଧିକାରୀ ଭାସ୍କର ଲେଙ୍କା,ବିଡିଓ ସୁରଞ୍ଜନ କୁମାର ସାହୁ, ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ,ତହସିଲଦାର ଡ. ଦୟାସିନ୍ଧୁ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri