ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଆର୍ଥିକ ସହାୟତା

ପାଟଣା,୩ା୫(ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ଯୋଜନା ହାତକୁ ନିଆଯାଇଛି। ଏହାର ମୁକାବିଲା ପାଇଁ ବିଭିନ୍ନ ବର୍ଗର ଲୋକମାନେ ମଧ୍ୟ ସରକାରଙ୍କୁ ସହଯୋଗ କରିବା ସହ ଆର୍ଥିକ ସହାୟତା ରାଶି ଯୋଗାଇ ଦେଉଛନ୍ତି। କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଟାଇଁଶିରା ଗ୍ରାମର ଯୁବ ସାମାଜିକ କର୍ମୀ ତଥା ପାଟଣା ସୁରକ୍ଷା କମିଟିର ଆବାହକ ବିଜୟ ରତ୍ନ ପତି ପାଟଣା ତହସିଲଦାର ଶିବପ୍ରସାଦ ମୁର୍ମୁଙ୍କ ମାଧ୍ୟମରେ ନଗଦ ୧୦୧୦୦ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଥିବା ତହସିଲଦାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri